ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଶିକ୍ଷକ

ବରଗଡ଼ ଅଫିସ,୧୬।୧୨: ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଗଣ୍ଠିଆପାଲି ଗ୍ରାମସ୍ଥିତ ପଞ୍ଚାୟତ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପାଣିଗ୍ରାହୀଙ୍କ ବାସଭବନରେ ବୁଧବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପାଣିଗ୍ରାହୀଙ୍କ ତିଲେଇମାଲ, ବରପାଲି ଏବଂ ଡୁଙ୍ଗୁରିପାଲିରେ ରହିଥିବା ଘରେ ଏକକାଳୀନ ଏହି ଚଢାଉ ଚାଲିଛି। ଫଳରେ ଏପର୍ଯ୍ୟନ୍ତ ପାଣିଗ୍ରାହୀଙ୍କ ସମୁଦାୟ ସମ୍ପତ୍ତିର ଆକଳନ କରାଯାଇ ନାହିଁ। ବରଗଡ଼ ଭିଜିଲାନ୍ସ ଡିଏସ୍‌ପି ପରମେଶ୍ବର କିଶାନଙ୍କ ନେତୃତ୍ୱରେ ୩ଟି ଟିମ୍‌ ଚଢ଼ାଉରେ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ନାଁ ନ ନେଇ ଟାର୍ଗେଟ କଲେ ଧର୍ମେନ୍ଦ୍ର, କହିଲେ ନେତୃତ୍ୱ ନେବାକୁ ନବୀନବାବୁ…

ଭୁବନେଶ୍ୱର,୩।୫: ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍‌ରେ ନାଁ ନ ନେଇ ସେ ନବୀନ ସରକାରଙ୍କୁ ଜବାବ...

ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…

ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା।...

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri