Posted inଫୁରସତ

ଘର ସଫେଇ ପାଇଁ ଉଲଗ୍ନ ମହିଳା ଯୋଗାଉଛି ଏହି କମ୍ପାନୀ, ପ୍ରତି ଘଣ୍ଟାକୁ ନେଉଛି ଏତିକି ଚାର୍ଜ

ଘର ସଫା କରିବା ପାଇଁ ବିଭିନ୍ନ ଏଜେନ୍ସି ଅଛି, ଯାହା ସୁଇପର ସୁବିଧା ଯୋଗାଇଥାଏ। ମାତ୍ର ଆଜିକାଲି ଏକ କମ୍ପାନୀ ଏହାର ଅଜବ ଅଫର ଯୋଗୁ ଚର୍ଚ୍ଚାରେ ରହିଛି। ଜାଣି ଆଶ୍ଚର୍ଯ୍ୟ ହେବେ ଏହି କମ୍ପାନୀ ଘରେ ସଫାସୁତରା ପାଇଁ ଲଗ୍‌ଜରୀ, ଟପ୍‌ଲେସ୍‌ ଏବଂ ସମ୍ପୂର୍ଣ୍ଣ ଉଲଗ୍ନ ହେବାର ସେବା ଯୋଗାଉଛି।


‘ଦ ନେକେଡ୍‌ କ୍ଲିନିଙ୍ଗ୍‌’ ନାମକ ଏହି କମ୍ପାନୀ ଇଂଲଣ୍ଡର ପ୍ଲାଇମାଉଥ୍‌ରେ ଅବସ୍ଥିତ। କମ୍ପାନୀର ନିର୍ଦ୍ଦେଶକ ହେଉଛନ୍ତି ନିକ୍କି ବେଲ୍ଟନ ଏବଂ ଲିଏନ୍‌ ବ୍ଲୁମ୍ୟାନ୍‌। ବିଶେଷକରି ଏହି କମ୍ପାନୀର ସୁବିଧା ବ୍ରିଟେନରେ ସକ୍ରିୟ ଅଟେ। ନିକ୍କି କୁହନ୍ତି, ଖୁବ୍‌ଶୀଘ୍ର ଏହାର ଫ୍ରାଞ୍ଚାଇଜ୍‌ ଅନ୍ୟ ଦେଶରେ ପହଞ୍ଚିବ। ଏହି ସେବା ଆମେରିକା, କାନାଡା, ନେଦରଲ୍ୟାଣ୍ଡ୍‌ ଏବଂ ଅଷ୍ଟ୍ରେଲିଆରେ ଆରମ୍ଭ ହେବ।


ଏପରି ସେବା ପାଇଁ ସାରା ବିଶ୍ୱବାସୀ ବେଶ୍‌ ଉତ୍ସୁକ ଥିବା ନିକ୍କି କହିଛନ୍ତି। ଲକ୍‌ଡାଉନ୍‌ ପରେ ଏହି ସେବା ପାଇବା ପାଇଁ ଲୋକଙ୍କର ବେଶ୍‌ ଚାହିଦା ରହିଛି। ସୋସିଆଲ ମିଡିଆରେ ଏହି ସେବା ଉବଲବ୍ଧ କରାଉଥିବା ନିକ୍କି ଏବଂ ତାଙ୍କ ସହଯୋଗୀଙ୍କୁ ଟ୍ରୋଲ ହେବାକୁ ପଡିଛି। ଟ୍ରୋଲ ହେଲେ ମଧ୍ୟ ତାଙ୍କ କମ୍ପାନୀ ପ୍ରତି ଲୋକେ ଆଗ୍ରହ ପ୍ରକାଶ କରୁଥିବା ନିକ୍କି କୁହନ୍ତି। ଏହି କମ୍ପାନୀ ଘଣ୍ଟାକୁ ୬,୭୦୦ ଟଙ୍କା ଏବଂ ଟପ୍‌ଲେସ୍‌ ସଫେଇ କର୍ମଚାରୀ ପାଇଁ ୮୫୦୦ ଟଙ୍କା ନେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସେବାର ଅନ୍ୟନାମ ‘ରେଡ୍‌କ୍ରସ’

ପ୍ରତିବର୍ଷ ମେ’୮ରେ ବିଶ୍ୱ ରେଡକ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡକ୍ରସ ଏବଂ ରେଡ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେରଖିବା ପାଇଁ ଏହା ପାଳନ କରାଯାଏ।...

”ଜନସଚେତନତା ବିପଦ ଏଡ଼ାଇବ“

ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଚଳିତ ବର୍ଷର ଏହି ଦିବସ ଉପଲକ୍ଷେ ପ୍ରସାରିତ ବାର୍ତ୍ତାଟିରେ କୌଣସି ଅସ୍ପଷ୍ଟତା ନାହିଁ।...

ଗୋଡ଼ରେ ଭୋଟ ଦେଲେ

ଅହମଦାବାଦ: ମଙ୍ଗଳବାର ଭାରତର ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବରେ ଗୁଜରାଟର ଏକ ପୋଲିଂ ବୁଥ୍‌ରେ ଅଙ୍କିତ ସୋନି...

ବାପାଙ୍କ ଦୋକାନ ବନ୍ଦ ହେବନି

ନୂଆଦିଲ୍ଲୀ: ରୋଲ୍‌ ପ୍ରସ୍ତୁତ କରୁଥିବା ଏକ ୧୦ ବର୍ଷୀୟ ବାଳକର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯଶ୍‌ପ୍ରୀତ ନାମକ ଏହି ବାଳକଙ୍କ ମାତ୍ର...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ...

ବିଶ୍ୱ ରେଡ୍‌କ୍ରସ ଦିବସ

ପ୍ରତିବର୍ଷ ମେ’ ୮ରେ ବିଶ୍ୱ ରେଡ୍‌କ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡ୍‌କ୍ରସ ଏବଂ ରେଡ୍‌ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେ ରଖିବା ପାଇଁ ଏହା...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri