ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ । ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ…

US-Iran War: ଶେଷ ହେଲା ଆମେରିକା-ଇରାନ ଯୁଦ୍ଧ? US ସାଂସଦଙ୍କୁ ଚିଠି ଲେଖିଲେ ଟ୍ରମ୍ପ, ଜାଣନ୍ତୁ ଡିଲକୁ ନେଇ କ’ଣ କହିଛନ୍ତି

ଓ୍ବାଶିଂଟନ,୨।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଇନ ପ୍ରଣୟନକାରୀମାନଙ୍କୁ ସୂଚନା ଦେଇଛନ୍ତି ଯେ ଇରାନ ବିରୁଦ୍ଧରେ ଯୁଦ୍ଧ ଶେଷ ହୋଇଛି; ତେଣୁ, ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ କଂଗ୍ରେସ ଅନୁମୋଦନ ନେବାକୁ ତାଙ୍କୁ ଆବଶ୍ୟକ କରୁଥିବା…

ସୁପ୍ରିମକୋର୍ଟରୁ TMCକୁ ଶକ୍ତ ଝଟକା, କୋର୍ଟ କହିଲେ, ‘କେନ୍ଦ୍ରୀୟ କର୍ମଚାରୀଙ୍କୁ ବିଶ୍ୱାସ କରନ୍ତୁ’

ନୂଆଦିଲ୍ଲୀ,୨।୫: ଶନିବାର ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ବିରୋଧରେ ତୃଣମୂଳ କଂଗ୍ରେସ (TMC) ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଦଳକୁ ଏହି ମାମଲାରେ ଏକ ବଡ଼…

ଚାକିରି ରେଗୁଲାର କରାଇଦେବା ନାଁରେ ଚାହୁଁଥିଲେ ଯୌନ ସୁଖ: ରସିକିଆ ସମ୍ପାଦକ ବାବୁଙ୍କ ନାଁରେ ମାମଲା ରୁଜ୍ଜୁ

ଅତାବିରା,୨।୫(ଯୁଧିଷ୍ଠିର ମହାପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ନାଁରେ ଆସିଲା ଯୌନ କେଳେଙ୍କାରୀର ଅଭିଯୋଗ। ବରଗଡ଼ ଜିଲା ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣି ନିଜ ଅଫିସରେ କାର୍ଯ୍ୟରତ ଜଣେ ଅସ୍ଥାୟୀ ମହିଳା…

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା ବିକଳ ନାଏକଙ୍କ ମୃତ୍ୟୁ ଘଟିଛି। ଘଟଣା…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଚିଡ଼ାଇବା ପଡ଼ିଲା ମହଙ୍ଗା: ଏହି କ୍ରିକେଟର୍‌ଙ୍କୁ ଦଣ୍ଡ ଦେଲା BCCI

ନୂଆଦିଲ୍ଲୀ,୨।୫: IPL 2026 ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ରାଜସ୍ଥାନର ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ ୭ ଉଇକେଟରେ ହାରିଯାଇଥିଲା ରାଜସ୍ଥାନ।…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅଳ୍ପ ସମୟ ପାଇଁ ଘରର ଜିନିଷ ପତ୍ର…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ www.bseodisha.ac.in ଓ www.bseodisha.nic.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ ନମ୍ବର ଜରିଆରେ ପରୀକ୍ଷାଫଳ ଦେଖିପାରିବେ।…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି ବୁଥଗୁଡ଼ିକରେ ମତଦାନ ଅନିୟମିତତାର ଅଭିଯୋଗ ଆସିଥିଲା। ସ୍ବତନ୍ତ୍ର ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ସୁପାରିଶ ପରେ…

ନିୟନ୍ତ୍ରଣ ବାହାରେ ରନ୍ଧନ ଗ୍ୟାସ ଦର: ଏତିକି ଟଙ୍କା ମହଙ୍ଗା ହୋଇଯିବ ଘରୋଇ ସିଲିଣ୍ଡର, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୫: ରୋଷେଇ ଘରେ ଚୁଲା ଜାଳିବା ଆହୁରି ମହଙ୍ଗା ହେବାକୁ ଯାଉଛି। ଯଦି ଆପଣ ଏହା ଜାଣିନାହାଁନ୍ତି, ତେବେ ସତର୍କ ରୁହନ୍ତୁ। ସରକାର ଏପରି ସଙ୍କେତ ଦେଉଛନ୍ତି ଯାହା ସିଧାସଳଖ ଆପଣଙ୍କ ପକେଟକୁ ପ୍ରଭାବିତ କରିବ। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ…

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଇରାନ ମଧ୍ୟ ପାଲଟା ଜବାବ ଦେବାକୁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଛି ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୭୨ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ ଭୋଟ ଗଣତି ହେବାକୁ ଥିବାବେଳେ, ତା’ ପୂର୍ବରୁ ଭାରତୀୟ ନିର୍ବାଚନ କମିଶନ (ECI)…

କାଳବୈଶାଖୀ ଆଣିଲା ଆଶ୍ୱସ୍ତି: ୪୦ ଡିଗ୍ରୀ ତଳେ ସବୁ ସହର

ଭୁବନେଶ୍ୱର,୧ା୫: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିବାରୁ ଲୋକେ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ମଧ୍ୟାହ୍ନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ରାଜ୍ୟର କୌଣସି ଗୋଟିଏ ହେଲେ ସହର ରହିନାହିଁ। ତେବେ ରାଉରକେଲାରେ ତାପମାତ୍ରା ୩୫ ଡିଗ୍ରୀ ଥିବାରୁ…

ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର,୧ା୫: ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ। ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଏଥିସହିତ ମନ୍ତ୍ରୀ କହିଛନ୍ତି, ଆସନ୍ତାକାଲି ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ପ୍ରଥମଥର ଛାତ୍ରୀଛାତ୍ରଙ୍କୁ ଓଡ଼ିଆରେ  ମାଟ୍ରିକ୍‌ ସାର୍ଟିଫିକେଟ୍  ମିଳିବ। ଉଭୟ…

ମୋ ଜେଜେବାପା ଜଣେ ‘ଭଲ ବ୍ୟକ୍ତି’ ନୁହଁନ୍ତି..ଦୁଃଖ ବଖାଣିଲେ ଟ୍ରମ୍ପଙ୍କ ନାତୁଣୀ

ଓ୍ବାଶିଂଟନ୍‌,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାତୁଣୀ କାଇ ଟ୍ରମ୍ପ ଏକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଜଣେ ପ୍ରମୁଖ ଏବଂ ପ୍ରଭାବଶାଳୀ ରାଜନୈତିକ ନେତାଙ୍କ ପରିବାରର ଅଂଶ ହେବା ଫଳରେ ସେ ବାସ୍ତବ ଜୀବନରେ କେଉଁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri