Posted inଜାତୀୟ

ଇଣ୍ଡୋ-ଜାପାନ ସମ୍ବାଦ କନଫରେନ୍ସ: ମୋଦି କହିଲେ ସମ୍ବାଦ ଏମିତି ହେବା ଦରକାର ଯାହା ସକରାତ୍ମକ, ଏକତା, କରୁଣାର ଭାବନା ପ୍ରସାର କରିବ

ନୂଆଦିଲ୍ଲୀ,୨୧ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସକାଳ ୯ଟା ୩୦ରେ ଭିଡିଓ କନଫରେନସିଂ ଜରିଆରେ ୬ଷ୍ଠ ଇଣ୍ଡୋ-ଜାପାନ ସମ୍ବାଦ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି । ସମ୍ବୋଧନ ଆରମ୍ଭରେ ମୋଦି କହିଥିଲେ ଭାରତ-ଜାପାନ ସମ୍ବାଦକୁ ନିରନ୍ତର ସମର୍ଥନ ଦେଇଥିବାରୁ ସେ ଜାପାନ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହାସହ ଏକ ପାରମ୍ପିକ ବୌଦ୍ଧ ସାହିତ୍ୟର ପୁସ୍ତକାଳୟ ଓ ଶାସ୍ତ୍ର ନିର୍ମାଣର ପ୍ରସ୍ତାବ ରଖିଛନ୍ତି ପ୍ରଧାନମନ୍ତ୍ରୀ । ଯଦି ଏମିତି ପୁସ୍ତକାଳୟ ଭାରତରେ ପ୍ରତିଷ୍ଠା କରାଯିବ ତେବେ ଏହା ଆମ ପାଇଁ ଖୁସିର କଥା । ଏହାସହ ମୋଦି ଆହୁରି ମଧ୍ୟ କହିଥିଲେ ସମ୍ବାଦ ଏମିତି ହେବା ଦରକାର ଯାହା ଆମର ସମ୍ପୂର୍ଣ୍ଣ ଗ୍ରହରେ ସକରାତ୍ମକ, ଏକତା ଓ କରୁଣାର ଭାବନା ପ୍ରସାର କରୁଥିବ । ତାହାପୁଣି ଯେତେବେଳେ ଆମକୁ ଏହାର ଆବଶ୍ୟକତା ସବୁଠାରୁ ଅଧିକ ପଡୁଥିବ । ଏହି ସମ୍ବାଦ ମାନବ ଇତିହାସରେ ଏକ ମହତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ହେଉଛି । ଆମର କାମ ଆଗାମି ଦିନରେ ପ୍ରବଚନର ଆକାର ଦେବ ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri