କରୋନାର ଖରାପ ସମୟ ଚାଲି ଯାଇଛି, ଆସନ୍ତା ମାସରୁ ଆରମ୍ଭ ହେବ ଟିକାକରଣ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୧ ।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେବି ଜାରି ରହିଛି । ପ୍ରତିଦିନ ପାଖାପାଖି ୨୦ ହଜାର ନୂଆ ସଂକ୍ରମିତଙ୍କୁ ଏବେବି ଚିହ୍ନଟ କରାଯାଉଛି । ହେଲେ ଅନ୍ୟପଟେ ସରକାର ଆସନ୍ତା ବର୍ଷ ଆରମ୍ଭରୁ ଟିକାକରଣ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ କହିଛନ୍ତି, ବିକଶିତ ଦେଶ ଅପେକ୍ଷା ଆମ ଦେଶରେ କରୋନା ସୁସ୍ଥତା ହାର ଭଲ ରହିଛି । ଏବେ ଆମ ଦେଶରେ କରୋନା ସୁସ୍ଥତା ହାର ୯୫-୯୬ ପ୍ରତିଶତ ଥିବା ସେ କହିଛନ୍ତି । ଆମେରିକା, ରୁଷିଆ, ବ୍ରାଜିଲ ଭଳି ବିଶ୍ୱର କିଛି ବିକଶିତ ଦେଶ ତୁଳନାରେ ଏଠାରେ ସୁସ୍ଥତା ହାର ୬୦-୮୦ ପ୍ରତିଶତ ମଧ୍ୟରେ ରହିଥିବା ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହାକୁ ଦେଖି ସହଜରେ ଅନୁମାନ କରାଯାଉଛି କି ଆମେ ଭଲ ସ୍ଥିତିରେ ରହିଛୁ । ତେଣୁ କରୋନାକୁ ନେଇ ଚାଲିଥିବା ଖରାପ ସମୟ ଏବେ ଶେଷ ହୋଇ ଯାଇଛି । ହେଲେ ଆମକୁ ସାବଧାନ ରହିବା ଜରୁରୀ ବୋଲି ସେ କହିଛନ୍ତି । ତେଣୁ କରୋନାକୁ ସମୂଳେ ନାଶ କରିବାକୁ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଓ ବାରମ୍ବାର ହାତ ଧୋଇବା ଜରୁରୀ ବୋଲି ସେ କହିଛନ୍ତି । ସେ ଆହୁରି ମଧ୍ୟ ସୂଚନା ଦେଇଛନ୍ତି କି ଆସନ୍ତା ବର୍ଷ ଜାନୁୟାରୀରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri