ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ ଅର୍ଥ ହରିଲୁଟ୍‌ କରାଯାଇଛି । ବିଭିନ୍ନ…

ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ଗର୍ଭବତୀ କଲେ ୬୫ ବର୍ଷୀୟ ବୃଦ୍ଧ, ଥାନାରେ ପହଞ୍ଚି ସବୁ ସତ ବଖାଣିଲେ…

ମୋହନା,୨୦।୪( ମନ୍ମଥ ମିଶ୍ର ) : ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ କଲେ ଗର୍ଭବତୀ ୬୫ ବର୍ଷୀୟ ବୃଦ୍ଧ । ଏଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ…

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା ଥାନା କୋଏରମାଣ୍ଡୁ ପଞ୍ଚାୟତ ତେତେରିପାଲା ଗ୍ରାମର…

ଚୋରାଚାଲାଣ ହେଉଥିଲା କମର୍ସିଆଲ ଗ୍ୟାସ, ଅଚାନକ ଚଢାଉ କଲା ଯୋଗାଣ ବିଭାଗ, ଜବତ ହେଲା ଏତେ…

ଭବାନୀପାଟଣା/ଜୁନାଗଡ଼,୨୦।୪(ଉତ୍ତମ ଦାଶ/ସୁନୀଲ କୁମାର ସିଂ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଦେଇ ରାୟପୁରକୁ ଚୋରାଚାଲାଣ ହେଉଥିବା ଏକ ବ୍ୟବସାୟିକ (କମର୍ସିଆଲ) ଗ୍ୟାସ ବୋଝେଇ ପିକ୍‌ଅପ୍‌ ଉପରେ ସୋମବାର ସ୍ଥାନୀୟ ପୋଲିସ ଓ ଯୋଗାଣ ବିଭାଗ…

ରାତିରେ ଘରେ ପଶି କରିଥିଲେ ଚୋରି: ନାବାଳକଙ୍କ ସହ ଜଣେ ଅଟକ

ଆନନ୍ଦପୁର/ହାଟଡିହୀ,୨୦l୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ସୋସୋ ଥାନା ଜମ୍ଭୀରା ଗ୍ରାମରେ ଗତ ଶନିବାର ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଚୋରି କରିବା ଅଭିଯୋଗରେ ପୋଲିସ ନାବାଳକଙ୍କ ସହ ଅନ୍ୟ ଜଣକୁ ଅଟକ…

ମୋଦିଙ୍କ ଗସ୍ତ ପୂର୍ବରୁ ଅଘଟଣ: କାର୍ଯ୍ୟକ୍ରମ ବାତିଲ ଘୋଷଣା

ଜୟପୁର,୨୦।୪: ରାଜସ୍ଥାନର ବାଲୋତ୍ରା ଜିଲାର ପାଚପଦରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ ଅଗ୍ନିକାଣ୍ଡ ଯୋଗୁ ତାଙ୍କର ରାଜସ୍ଥାନ ଗସ୍ତ…

ପ୍ରକାଶ ପାଇଲା JEE ମେନ୍‌ ସେସନ-୨ ରେଜଲ୍ଟ

ନୂଆଦିଲ୍ଲୀ,୨୦।୪: ସାରା ଦେଶ ମଧ୍ୟରେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ଅପେକ୍ଷାର ଅନ୍ତ ଘଟିଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (NTA) JEE ମେନ୍‌ ୨୦୨୬ ସେସନ-୨ର ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ର ଅଫିସିଆଲ ୱେବସାଇଟ jeemain.nta.nic.in କୁ ଯାଇ ଫଳାଫଳ…

ଗଞ୍ଜାମରେ ଏହି ଦିନଠୁ ସ୍କୁଲ ଛୁଟି ଘୋଷଣା: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଆସନ୍ତା ୨୧ ତାରିଖରୁ…

ବିମାନ ଦୁର୍ଘଟଣା ମାମଲାରେ ନୂଆ ଟୁଇଷ୍ଟ: ଦୁର୍ଘଟଣା ଖବରକୁ ଖଣ୍ଡନ କଲେ ରାଜ୍ୟ ସରକାର, କହିଲେ…

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁର ପାହାଡ଼ ନିକଟରେ ବିମାନ ଦୁର୍ଘଟଣାର ଖବରକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭ୍ରାମକ ବୋଲି କହି ଏହାକୁ ଅସ୍ବୀକାର କରିଛନ୍ତି। କଲେକ୍ଟର ରୋହିତ ବ୍ୟାସ ସ୍ପଷ୍ଟ କରିଛନ୍ତି ଯେ ଛତିଶଗଡ଼ ଏୟାର ଟ୍ରାଫିକ କଣ୍ଟ୍ରୋଲ ପାଖରେ…

ଗଛରେ ପିଟି ହୋଇ ବିମାନ ଦୁର୍ଘଟଣାଗ୍ରସ୍ତ

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁରର ରତନପହଲି ଜଙ୍ଗଲରେ ଏକ ଗଛରେ ପିଟି ହୋଇ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟ ସମୟରେ ଖୁରାସଗଡ଼ା ଗାଁ ନିକଟସ୍ଥ ଜଙ୍ଗଲରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଉଦ୍ଧାରକାରୀ ଦଳ ପଠାଯାଇଛି। ରିପୋର୍ଟ…

ମୋଦି ଯିବା ପୂର୍ବରୁ ସବୁ ଜଳିପୋଡ଼ି ହୋଇଗଲା ପାଉଁଶ: ଗୋଟିଏ ଦିନ ପରେ କରିଥାନ୍ତେ…

ଜୟପୁର,୨୦।୪: ରାଜସ୍ଥାନର ବାଡ଼ମେରର ବାଲୋତ୍ରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। CDU ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲିଭାଇବା ପାଇଁ ବହୁ ସଂଖ୍ୟକ ଦମକଳ ଗାଡ଼ି ନିୟୋଜିତ ଅଛନ୍ତି। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ ହତ୍ୟା କରାଯାଏ କିମ୍ବା ଅଦୃଶ୍ୟ କରିଦିଆଯାଏ। ତାଲିକାରେ ଆଲେକ୍ସି ନାଭାଲନି, ବୋରିସ ନେମତ୍ସୋଭ…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ ନୌସେନା ପାରସ୍ୟ ଉପସାଗରରେ କାର୍ଯ୍ୟରତ ଭାରତୀୟ ପତାକାଧାରୀ ଜାହାଜମାନଙ୍କ ପାଇଁ ଏକ ନୂତନ…

ବନ୍ଧୁ ନୁହେଁ

ଇରାନ୍‌ର ହର୍ମୁଜ ଜଳପଥ ଖୋଲାଯିବାର ଦିନକ ପରେ ପୁଣି ଏହାକୁ ବନ୍ଦ କରିଦିଆଗଲା। ଏପରିକି ଭାରତର ଦୁଇଟି ଜାହାଜ ଉପରେ ଇରାନ୍‌ ନୌସେନାର ଗୁଳିବର୍ଷଣ ଭାରତ ସରକାରଙ୍କୁ ଏକ ଝଟକା ଭାବେ ଲାଗିବା କଥା। ଦେଶ ଭିତରେ ଗଣମାଧ୍ୟମ ଦ୍ୱାରା ଅସତ୍ୟ…

ଆୟାତୋଲ୍ଲା ଖାମେନେଇଙ୍କୁ ଏଯାଏ କବର ଦିଆଯାଇନାହିଁ

ତେହରାନ,୨୦ା୪: ଗତ ଫେବୃଆରୀ ୨୮ରେ ଆମେରିକା ଏବଂ ଇସ୍ରାଏଲୀ ସେନାର ମିଳିତ ଆକ୍ରମଣରେ ଇରାନର ତତ୍କାଳୀନ ସୁପ୍ରିମ ଲିଡର ୮୬ ବର୍ଷୀୟ ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଘଟିଥିଲା। ଇତିମଧ୍ୟରେ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ମୃତ ସୁପ୍ରିମ…

ହର୍ମୁଜ୍‌ରେ ଅଚଳାବସ୍ଥା, ପାକ୍‌ରେ ଶାନ୍ତି ପ୍ରସ୍ତୁତି

ଦୁବାଇ/ଓ୍ବାଶିଂଟନ୍‌/ଇସ୍‌ଲାମାବାଦ,୨୦ା୪(ଏ.ପି./ରଏଟର୍ସ): ଆମେରିକା-ଇରାନ୍‌ ଅସ୍ତ୍ରବିରତି ଅବଧି ଶେଷ ହେବାକୁ ବସିଲାଣି। ତେଣୁ ଇସ୍‌ଲାମାବାଦରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଆଲୋଚନା କେବେ ହେବ ସେନେଇ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଦୁଇପକ୍ଷ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri