ଅଙ୍ଗନବାଡ଼ି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୨୨ା୧୨: ଆୟବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୌର ପରିଷଦର ୯ ନଂ ଓ୍ବାର୍ଡର ଅଙ୍ଗନବାଡ଼ି କର୍ମୀ ନମିତା ଦଳାଇଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକା ସାଙ୍ଗରେ ୫ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି।

ମିଳିଥିବା ସୂଚନାନୁଯାୟୀ, ଆଜି ନମିତାଙ୍କ ଲକ୍ଷ୍ମୀ ନୃସିଂହ ନଗରସ୍ଥିତ ଦୁଇଟି ବାସଭବନ, ଗଣେଶ ନଗରର ଘର, ଭୁବନେଶ୍ବରରେ ଥିବା ଦୁଇଟି ଆପାର୍ଟମେଣ୍ଟ ଏବଂ ବ୍ରହ୍ମପୁରର ଦଳିଆ ଗଳିରେ ଥିବା ସମ୍ପର୍କୀୟଙ୍କ ଘରେ ଏକାସାଙ୍ଗରେ ଚଢ଼ାଉ ଚାଲିଛି। ବ୍ରହ୍ମପୁର ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଏହି ଚଢ଼ାଉ ଚାଲିଛି। ତେବେ ଚଢ଼ାଉ ଜାରି ରହିଥିବାରୁ ସମ୍ପତ୍ତିର ଆକଳନ କରାଯାଇନାହିଁ। ପରେ ଏ ସମ୍ପର୍କରେ ସବିଶେଷ ସୂଚନା ଦିଆଯିବ ବୋଲି ଚଢ଼ାଉରେ ସାମିଲ ହୋଇଥିବା ଭିଜିଲାନ୍ସ ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି।...

ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ

ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ ।...

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri