Posted inଜାତୀୟ

ଗତ ୫ ବର୍ଷ ଧରି ଦେଶରେ ମୋଦି ସରକାର ଲାଗୁ କରିଛନ୍ତି ସୁପର ଏମରଜେନ୍ସି: ମମତା ବାନାର୍ଜୀ

କୋଲକତା,୨୫।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍‌ ୨୫ ମଧ୍ୟରାତ୍ରରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଦ୍ୱାରା ଦେଶରେ ଏମରଜେନ୍ସି ବା ଜରୁରୀକାଳୀନ ପରିସ୍ଥିତି ଜାରି ହୋଇଥିଲା। ଏ ସମ୍ପର୍କରେ ଜୁନ୍‌ ୨୬ ସକାଳେ ରେଡିଓରେ ଇନ୍ଦିରା ଦେଶବାସୀଙ୍କୁ ଅବଗତ କରାଇଥିଲେ। ଏନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାଗେର୍ଟ କରିଛନ୍ତି। ଦେଶରେ ଗତ ୫ ବର୍ଷ ଧରି ମୋଦି ସରକାର ଏମରଜେନ୍ସି ଭଳି ସ୍ଥିତି ଲାଗୁ ରହିଛନ୍ତି। ମୋଦି ସରକାରଙ୍କ ସୁପର ଏମରଜେନ୍ସି ୪୪ ବର୍ଷ ତଳର ଏମରଜେନ୍ସିଠାରୁ କେଇ ଗୁଣା ଅଧିକ ଶକ୍ତିଶାଳୀ ତଥା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରୁଥିବା ମମତା ଅଭିଯୋଗ କରିଛନ୍ତି। ମମତା ଟୁଇଟ୍‌ କରି ଏହା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri