ଗ୍ୟାରେଜ୍‌ରେ ରହୁଥିଲେ ଏହି ପ୍ରସିଦ୍ଧ ଅଭିନେତା, ଆଜି ବିଶ୍ୱର ଅନେକ ସ୍ଥାନରେ କିଣିଛନ୍ତି ବଙ୍ଗଳା

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ତଥା ନିର୍ମାତା ଅନିଲ କପୁର ଆଜି ୬୪ତମ ଜନ୍ମଦିନ ପାଳନ କରୁଛନ୍ତି। ଅନିଲ ତାଙ୍କ ଫିଟ୍‌ ନେସ୍‌ ଉପରେ ବେଶୀ ଧ୍ୟାନ ଦିଅନ୍ତି। ତାଙ୍କୁ ଦେଖିଲେ କେହି ଭାବି ପାରିବେନି ଯେ ସେ ୬୪ ବର୍ଷ ବୟସ ବୟସ୍କ ହୋଇଥିବେ। ୯୦ ଦଶକରେ ଅନିଲ କ୍ରମାଗତ ୧୩ଟି ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିଲେ। ଅନିଲ କପୁର ତାଙ୍କ ବ୍ୟକ୍ତିତ୍ୱ ପାଇଁ ବେଶ୍‌ ଜଣାଶୁଣା। ସେ ତାଙ୍କ ରାଜକୀୟ ଜୀବନଶୈଳୀ ବିଷୟରେ ଚର୍ଚ୍ଚାରେ ଥାନ୍ତି। କିନ୍ତୁ ଖୁବ କମ୍‌ ଲୋକ ଜାଣିଥିବେ ଦିନ ଥିଲା ଅନିଲଙ୍କୁ ଏକ ଗ୍ୟାରେଜରେ ରହିବାକୁ ପଡିଥିଲା। କ୍ୟାରିୟର ଆରମ୍ଭରେ ଅନିଲ କପୁରଙ୍କ ଆର୍ଥିକ ସମସ୍ୟା ଦେଇ ଗତି କରିବାକୁ ପଡିଲା ଏବଂ ଟଙ୍କା ଅଭାବ ହେତୁ ତାଙ୍କୁ ରାଜ କପୁରଙ୍କ ଗ୍ୟାରେଜରେ ରହିବାକୁ ପଡିଲା। ଏବେ ଅନିଲ କପୁର ମୁମ୍ବାଇରେ ତାଙ୍କ ପରିବାର ସହିତ ଜୁହୁର ଏକ ବଙ୍ଗଳାରେ ରୁହନ୍ତି। ମୁମ୍ବାଇ ବ୍ୟତୀତ ଦୁବାଇ, କାଲିଫର୍ନିଆ ଏବଂ ଲଣ୍ଡନରେ ମଧ୍ୟ ତାଙ୍କର ଫ୍ଲାଟ ଅଛି। ଅନିଲ ଏବେ ବି ଫିଲ୍ମରେ ବେଶ୍‌ ସକ୍ରିୟ ଅଛନ୍ତି। ତାଙ୍କ ଝିଅ ସୋନମ କପୁର ଏବଂ ପୁଅ ହର୍ଷବର୍ଦ୍ଧନ କପୁର ଫିଲ୍ମରେ ଅଭିନୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା: ଆତ୍ମହତ୍ୟା କରିଥିବା ଅଭିଯୁକ୍ତଙ୍କର ପୁଣିଥରେ ହେବ ପୋଷ୍ଟମର୍ଟମ

ମୁମ୍ବାଇ,୮ା୫: ଅଭିନେତା ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାରେ ମୁମ୍ବାଇ ପୋଲିସର ହେପାଜତରେ ଆତ୍ମହତ୍ୟା କରିଥିବା ଅଭିଯୁକ୍ତ ଅନୁଜ ଥାପାନଙ୍କ ପୋଷ୍ଟମର୍ଟମ ପୁଣି ଥରେ...

ତିରୁପତି ମନ୍ଦିରରେ ବିବାହକୁ ନେଇ ଏମିତି କହିଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଅନେକ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଣ୍ଟିବାରେ ସଫଳ ହୋଇଛନ୍ତି। ସେ ଗତ କିଛି ଦିନ ଧରି...

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ମାଲାୟାଲମ ଅଭିନେତ୍ରୀ କନକଲତାଙ୍କର ଦେହାନ୍ତ ହୋଇଛି। ସେ ତିରୁଭାନନ୍ତପୁରମରେ ଥିବା ତାଙ୍କ ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କ ୬୩ ବର୍ଷ ହୋଇଥିଲା। ସେ...

ରାଗିଲେ କରନ୍‌ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri