Posted inଜାତୀୟ

ପୋଲିସ ହେପାଜତରେ ପ୍ରିୟଙ୍କା: ରାଷ୍ଟ୍ରପତିଙ୍କୁ ଭେଟିଲେ ରାହୁଲଙ୍କ ସମେତ ୩ ନେତା

ନୂଆଦିଲ୍ଲୀ,୨୪।୧୨: କୃଷି ଆଇନ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଲଗାତାର ଘେରିବା ଉଦ୍ୟମ ଜାରି ରହିଛି। ଅନ୍ନଦାତାଙ୍କୁ ସମର୍ଥନ କରି କଂଗ୍ରେସ ପକ୍ଷରୁ ଗୁରୁବାର ରାଲିର ଆୟୋଜନ କରାଯାଇଥିଲା। ତେବେ ଦିଲ୍ଲୀ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ କେତେକ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ କେତେକ ନେତାଙ୍କୁ ପୋଲିସ ହେପାଜତରେ ରଖାଯାଇଛି। ସେହିପରି ରାହୁଲ ଗାନ୍ଧୀଙ୍କ ସମେତ ୩ ନେତା ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି କୃଷି ଆଇନକୁ ଫେରାଇ ନେବା ପାଇଁ ୨ କୋଟି ଅନ୍ନଦାତାଙ୍କ ହସ୍ତାକ୍ଷର ଥିବା ଦାବି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri