Posted inଜାତୀୟ

ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୮ ।୧୨: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତଙ୍କୁ ଦିଲ୍ଲୀ ସ୍ଥିତି ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)କୁ ସ୍ଥାନାନ୍ତର କରାଯାଇଛି । ତାଙ୍କୁ ଚିକିତ୍ସା କରୁଥିବା ଡା. ଏନ୍‌.ଏସ୍‌. ବିସ୍ତଙ୍କ ସୂଚନା ଅନୁଯାୟୀ ତାଙ୍କ ଛାତିରେ ଇନଫେକ୍ସନ ବା ସଂକ୍ରମଣ ଥିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯଇଛି । ସୂଚନାଯୋଗ୍ୟ, ଡିସେମ୍ବର ୧୮ରେ ସେ କରୋନାରେ ପୀଡ଼ିତ ହେବା ପରେ ତାଙ୍କୁ ଡେରାଡୁନର ଡୁନ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଏବେ ଏହା ସାମାନ୍ୟ ବଢି ଯିବାରୁ ତାଙ୍କୁ ଦିଲ୍ଲୀ ପଠାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଅପେକ୍ଷା ପୁରୁଷଙ୍କଠାରେ ଅକାଳ ମୃତ୍ୟୁ ଆଶଙ୍କା ଅଧିକ

ନୂଆଦିଲ୍ଲୀ, ୩।୫:ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ଠାରେ ଅକାଳ ମୃତ୍ୟୁର ଆଶଙ୍କା ଅଧିକ ରହିଥାଏ। ସେହିପରି ପୂରା ଜୀବନ କାଳ ମଧ୍ୟରେ ପୁରୁଷଙ୍କ ଅପେକ୍ଷା ମହିଳାମାନେ ଅଧିକ...

ଶେଷରେ ସବୁ ଚର୍ଚ୍ଚାର ଘଟିଲା ଅନ୍ତ: ରାଏବରେଲି-ଆମେଠିରୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୩।୫: ନାମାଙ୍କନପତ୍ରର ଶେଷ ଦିନରେ କଂଗ୍ରେସ ଉତ୍ତରପ୍ରଦେଶର ରାଏବରେଲି ଏବଂ ଆମେଠି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇଟି ଆସନରେ...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

ସର୍ଭେ ଆଳରେ ଭୋଟର ପଞ୍ଜୀକରଣ ମନା

ନୂଆଦିଲ୍ଲୀ,୩ା୫(ପି.ଟି.):ସର୍ଭେ ଆଳରେ ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ସେମାନଙ୍କର ପ୍ରସ୍ତାବିତ ଲାଭଦାୟକ ଯୋଜନା ପାଇଁ ଭୋଟରମାନଙ୍କୁ ପଞ୍ଜୀକୃତ କରାଉଥିବା ଜଣାପଡ଼ିବା ପରେ ନିର୍ବାଚନ କମିଶନ (ଇସି)...

କୋଭିଶିଲ୍ଡ ପାର୍ଶ୍ୱ ପ୍ରତିକ୍ରିୟା: ସୁପ୍ରିମକୋର୍ଟରେ କ୍ଷତିପୂରଣ ଦାବି

ନୂଆଦିଲ୍ଲୀ,୩ା୫:କରୋନା ପ୍ରତିଶେଧକ ଟିକା କୋଭିଶିଲ୍ଡର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ସମ୍ପର୍କରେ ଅଷ୍ଟ୍ରାଜେନିକା କମ୍ପାନୀ ସ୍ବୀକାର କରିବା ପରେ ଏହାର ଯାଞ୍ଚ ପାଇଁ ଜଣେ ଆଇନଜୀବୀ ସୁପ୍ରିମକୋର୍ଟଙ୍କ...

ଡିସିଡବ୍ଲ୍ୟୁର ୨୨୩ କର୍ମଚାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ,୨ା୫: ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ଅନୁମୋଦନ କ୍ରମେ ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲ୍ୟୁ)ର ୨୨୩ଜଣ ଠିକା କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସେମାନଙ୍କୁ ବହିଷ୍କାର କରିବା...

ରାଏବରେଲି, ଆମେଠିରୁ କିଏ ହେବେ ପ୍ରାର୍ଥୀ? ଆଜି ରାତି ସୁଦ୍ଧା ପ୍ରିୟଙ୍କା, ରାହୁଲ ନେବେ ଶେଷ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ୨୦୨୪ ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭ରେ ଅନୁଷ୍ଠିତ ହେବ। କିନ୍ତୁ ଆଜିକାଲି ପଞ୍ଚମ ପର୍ଯ୍ୟାୟ (ମେ ୨୦)ରେ ମତଦାନ...

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri