ଜାମୁକୋଳି ଗଛରୁ ପ୍ରେମୀଯୁଗଳଙ୍କ ମୃତଦେହ ଜବତ

ସାକ୍ଷୀଗୋପାଳ,୨୯।୧୨(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ରଜୀପୁର ପ୍ରଧାନ ସାହିରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଏକ ଜାମୁକୋଳି ଗଛରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଜବତ ହୋଇଛି। ସେମାନେ ହେଲେ ଉକ୍ତ ଗ୍ରାମର ବଳିଆ ନାୟକ(୨୦)ଓ ସୁଲି ନାୟକ (୧୮)। ଉଭୟଙ୍କ ମଧ୍ୟରେ ଗଢ଼ି ଉଠିଥିବା ପ୍ରେମ ସମ୍ପର୍କକୁ ପରିବାର ଲୋକେ ଗ୍ରହଣ ନକରିବା ଫଳରେ ସେମାନେ ଏଭଳି ଚରମ ନିଷ୍ପତ୍ତି ନେଇଥିବା ସନ୍ଦେହ କରାଯାଇଛି। ସତ୍ୟବାଦୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri