ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ଼: ଜଗିଲା ପୋଲିସ

ପାରାଦୀପରେ,୧୪।୫: ଇରାନ-ଆମେରିକା ଏବଂ ଇସ୍ରାଏଲର ଯୁଦ୍ଧ ପାଇଁ ଭାରତ ସମେତ ଅନ୍ୟ କେତେକ ଦେଶରେ ତୈଳ ଓ ରନ୍ଧନ ଗ୍ୟାସ ସଙ୍କଟ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଏଥିରୁ ବାଦ ପଡ଼ିନାହିଁ। ରାଜ୍ୟରେ…

ଟ୍ରାକ୍ଟର – ଅଟୋ ଧକ୍କାରେ ମହିଳା ମୃତ ଘଟଣା: ଜ୍ବାଇଁଙ୍କ ଏତଲା ପରେ ଅଭିଯୁକ୍ତ ଟ୍ରାକ୍ଟର ଚାଳକଙ୍କୁ…

ଦିଗପହଣ୍ଡି/ଚିକିଟି,୧୪।୫(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଖୁଦୁଡ଼ି ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଗତ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଯାତ୍ରୀବାହୀ ଅଟୋ (ନଂ. ଓଡ଼ି୦୭ ଏଟି -୫୦୭୮)କୁ…

ବିବାହ ଦିନ କନ୍ୟାଙ୍କର ହେଲା ଦୁର୍ଘଟଣା; ICUକୁ ଯାଇ ସିନ୍ଦୂର ପିନ୍ଧାଇଦେଲେ ବର, ତାପରେ…

ଲକ୍ଷ୍ନୌ,୧୪।୫: ଉତ୍ତର ପ୍ରଦେଶର ଗୋରଖପୁରରେ ଏକ ବିବାହ ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି । ବୁଧବାର ରାତିରେ, କନ୍ୟା ଆଇସିୟୁରେ ଚିକିତ୍ସିତ ହେଉଥିବା ସମୟରେ ଯାଇ ସିନ୍ଦୁର ଲଗାଇଥିଲେ । ଏହି ସମୟରେ, ଜଣେ…

ଛାଡପତ୍ର ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲେ ମୌନି ରୟ, କହିଲେ-ମୋର ଆଉ ସୂରଜଙ୍କ…

ମୁମ୍ବାଇ: ଅଭିନେତ୍ରୀ ମୌନି ରୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ବହୁତ ଦିନ ଧରି ଖବରରେ ଅଛନ୍ତି। ସ୍ବାମୀ ସୂରଜ ନାମ୍ବିଆରଙ୍କ ଠାରୁ ତାଙ୍କର ଛାଡପତ୍ର ଗୁଜବ ଘୁରି ବୁଲୁଛି। ଏବେ, ଅଭିନେତ୍ରୀ ନିଜେ…

ସିଏସ୍‌କେରେ ସାମିଲ ହେଲେ ଦକ୍ଷିଣ ଆଫ୍ରିକାର ଏହି ଅଲରାଉଣ୍ଡର

ଚେନ୍ନାଇ,୧୪ା୫: ଆହତ ସମସ୍ୟା କାରଣରୁ ସ୍ୱଦେଶ ଫେରିଥିବା ଜେମି ଓଭରଟନଙ୍କ ବଦଳ ଖେଳାଳି ଭାବେ ଦକ୍ଷିଣ ଆଫ୍ରିକା ଅଲରାଉଣ୍ଡର ଡିଆନ ଫରେଷ୍ଟରଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଚୟନ କରିଛି। ଏ ନେଇ ଆଇପିଏଲ୍‌…

ଯୋଜନା ନାଁରେ ହରିଲୁଟ୍, ଭଙ୍ଗା ମାଟିଘରେ ୭ ପ୍ରାଣୀଙ୍କ ଦୟନୀୟ ଜୀବନ

ଥୁଆମୂଳ ରାମପୁର,୧୪ା୫(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଗରିବ ହିତାଧିକାରୀଙ୍କୁ ବିଭିନ୍ନ ସୁବିଧା ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କାର ଯୋଜନା ହେଉଛି ସତ, ହେଲେ ଯୋଜନା ନାଁରେ…

ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଲେ ଯୋଗାଣ ସଚିବ: ରାଜ୍ୟରେ ନାହିଁ…

ଭୁବନେଶ୍ୱର, ୧୪।୫: ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଇଛନ୍ତି ଯୋଗାଣ ବିଭାଗ ପ୍ରମୁଖ ସଚିବ। ସେ କହିଛନ୍ତି, ତେଲ ସଙ୍କଟ ଆଦୌ ନାହିଁ । ରାଜ୍ୟରେ ୨୦ରୁ ୨୨ଟି ତେଲ ଟାଙ୍କିରେ ଡ୍ରାଏ ଆଉଟ ସ୍ଥିତି ଦେଖାଦେଇଛି। ଡ୍ରାଏ ଆଉଟ…

ରାଜ୍ୟରେ ତେଲ ପାଇଁ ହାହାକାର: କେଉଁଠି ଲମ୍ବା ଲାଇନ୍‌ ତ କେଉଁଠି ତାଲା

ଭୁବନେଶ୍ୱର,୧୪ା୫: ରାଜ୍ୟର ବିଭିନ୍ନ ଜିଲାରେ ପେଟ୍ରୋଲ/ଡିଜେଲର ଅଭାବ ପରିଲକ୍ଷିତ ହୋଇଛି। କାଁ ଭାଁ ଯେଉଁ ପମ୍ପରେ ବି ତେଲ ମିଳୁଛି ସେଠି ଲମ୍ବା ଲାଇନ୍‌ ଲାଗୁଛି। ଏଥିସହିତ ଆବଶ୍ୟକୀୟ ପରିମାଣର ତେଲ ମଧ୍ୟ ମିଳୁ ନ ଥିବା ଉପଭୋକ୍ତାମାନେ ଅଭିଯୋଗ କରିଛନ୍ତି।…

ଭୁବନେଶ୍ୱରରେ ଘନେଇଲା ତେଲ ସଙ୍କଟ: ଆଉ ୨ଦିନ ପରେ ଗଡବନି ବସ୍‌!

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’ ବୋର୍ଡ ଲଗାଯାଇ ପମ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଭଳି ସ୍ଥିତିରେ ଯେଉଁ…

ଭୁବନେଶ୍ୱରରେ ଆଉ ମିଳୁନି ପେଟ୍ରୋଲ, ଡିଲର ସଂଘ କହିଲେ ଆମ ପାଖରେ ଆଉ…

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’ ବୋର୍ଡ ଲଗାଯାଇ ପମ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଭଳି ସ୍ଥିତିରେ ଯେଉଁ…

ଏହି ତାରିଖ ସୁଦ୍ଧା ଆଣ୍ଡାମାନ-ନିକୋବର ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪ା୫(ସୌମ୍ୟରଞ୍ଜନ ରାଉତ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଲଘୁଚାପ କ୍ଷେତ୍ର ବୁଧବାର ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। କିନ୍ତୁ ଏହା ଅବପାତର ରୂପ ନେବା ସମ୍ଭାବନା କମ୍‌ ରହିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁର ଅଗ୍ରଗତି ପାଇଁ ସ୍ଥିତି ଧୀରେ ଧୀରେ ଅନୁକୂଳ…

ଏହି ତାରିଖରୁ ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ଆରମ୍ଭ ହେବ SIR, ଘରକୁ ଘର ଯାଇ ଯାଞ୍ଚ କରିବେ…

ଭୁବନେଶ୍ୱର, ୧୪।୫: ଭାରତୀୟ ନିର୍ବାଚନ କମିଶନ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR)ର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପର୍ଯ୍ୟାୟ ୧୬ଟି ରାଜ୍ୟ ଏବଂ ତିନୋଟି କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ। ନିର୍ବାଚନ କମିଶନ କହିଛନ୍ତି…

ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଆସିପାରେ ଏହି ବଡ଼ ନିଷ୍ପତ୍ତି, ସଙ୍କେତ ଦେଇ କହିଲେ…

ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରାଯିବ। ମୁଖ୍ୟ ଶାସନ ସଚିବ, ଡିଜିପି ଉପସ୍ଥିତ…

ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଫତେପୁର, ଭଦୋହିରେ, ବଦାଉଁରେ, ଚନ୍ଦୌଲିରେ  ଏବଂ ସୋନଭଦ୍ରା ଜିଲାରେ ମିଶି…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଏହା ପୂର୍ବରୁ ଶୀର୍ଷ କଂଗ୍ରେସ ନେତାମାନଙ୍କର ଏକ ଉଚ୍ଚସ୍ତରୀୟ…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ନିର୍ବାଚିତ ପ୍ରତିନିଧିମାନେ ସେମାନଙ୍କର ଆଚରଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri