Posted inଖେଳ

ଜୋତାକୁ ହାର କରି ବେକରେ ପିନ୍ଧିଲେ ଏହି ପ୍ରସିଦ୍ଧ ଖେଳାଳି

ଭାରତୀୟ କ୍ରିକେଟ ଦଳର ଯୁବ ଖେଳାଳି ଶ୍ରେୟସ ଆୟର। ସେ ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ସାଙ୍ଗକୁ ଷ୍ଟାଇଲିସ୍‌ ଖେଳାଳି ମଧ୍ୟ। ସୋସିଆଲ ମିଡିଆରେ ସେ ସବୁବେଳେ ଆକ୍ଟିଭ ରହିଥାନ୍ତି। ତାଙ୍କର ପ୍ରଶଂସକ ତାଲିକା ୩.୬ ମିଲିୟନରୁ ଊର୍ଦ୍ଧ୍ୱ ହେବ। ଶ୍ରେୟସଙ୍କ ପ୍ରତ୍ୟେକ ଫଟୋକୁ ତାଙ୍କର ପ୍ରଶଂସକମାନେ ଲାଇକ୍‌ ଓ କମେଣ୍ଟ ମାଧ୍ୟମରେ ବହୁତ ଭଲପାଇବା ଦେଇଥାନ୍ତି। ତେବେ ଏହି ଖେଳାଳି ଜୋତା ସୌଖୀନ। ତାଙ୍କର ଜୋତା ସଂଗ୍ରହ ବହୁତ ଷ୍ଟାଇଲିଷ୍ଟ ମଧ୍ୟ। ଏବେ ଶ୍ରେୟସ ନିଜର ଜୋତା କଲେକ୍ସନ୍‌ର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ତାଙ୍କର ୫୦ରୁ ଊର୍ଦ୍ଧ୍ୱ ଜୋତା ଦେଖିବାକୁ ମିଳୁଛି। ଏକ ଫଟୋରେ ସେ ହାର ପରି ଜୋତାକୁ ବେକରେ ପକାଇିଛନ୍ତି। ଅନ୍ୟ ଏକ ଫଟୋରେ ସେ ୫୦ରୁ ଊର୍ଦ୍ଧ୍ୱ ଜୋତା ମଝିରେ ବସିଥିବା ଦେଖିବାକୁ ମିଳୁଛି । ଏହି ଜୋତାର ମୂଲ୍ୟ ଅକ୍ଷାଧିକ ଟଙ୍କା ହେବ। କେବଳ ଜୋତା ନୁହେଁ, ସେ କାର ସଖୀନ ମଧ୍ୟ। ଶ୍ରେୟସଙ୍କର ପସନ୍ଦର କାର ହେଉଛି ଫରାରୀ। ତାଙ୍କ ପାଖରେ ଅଡି, ବିଏମ୍‌ଡବ୍ଲ୍ୟୁ ଆଦି କମ୍ପାନୀର କାର ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri