ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ ଯୁବକଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ସରକାର…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି ।…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ ଚିକିଟିଗଡ଼ ବାସଭବନରେ ଥିବା ବେଳେ ଛାତିରେ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ ଦେବାରୁ ସ୍ବାମୀ ମୁରଲି ବେହେରା(୬୩) ସ୍ତ୍ରୀ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫ ଉଇକେଟ ସଫଳତା ଯୋଗୁ ପାକିସ୍ତାନକୁ ୩୮୬…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ ଅନୁରୋଧ କରିଛନ୍ତି । ସେ କହିଥିଲେ ଯେ ଭାରତ ବ୍ୟାପକ ପରିମାଣରେ ଇନ୍ଧନ…

ସୁଯୋଗ ମିଳିବା ମାତ୍ରେ ନିଜ ସହଯୋଗୀଙ୍କ ପଛରେ ଛୁରି ମାରନ୍ତି, ଜାଣନ୍ତୁ କାହାକୁ ଏମିତି କହିଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବେଙ୍ଗାଲୁରୁରେ ଏକ ବିଶାଳ ବିଜୟ ରାଲିରେ ଯୋଗ ଦେଇଥିଲେ। ମୋଦି ସେଠାରେ ସମ୍ବୋଧିତ କରିବା ସମୟରେ କଂଗ୍ରେସକୁ ତାତ୍ସଲ୍ୟ କରିଛନ୍ତି। ମୋଦି କହିଛନ୍ତି, କଂଗ୍ରେସ ହେଉଛି ଏକ ‘ପରଜୀବୀ ଦଳ’ କଂଗ୍ରେସ ଏପରି ଏକ…

PM ମୋଦିଙ୍କୁ ଟାର୍ଗେଟ? ବେଙ୍ଗାଲୁରୁରେ କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ବିସ୍ଫୋରକ ସାମଗ୍ରୀ ମିଳିବା ପରେ ହଇଚଇ

ବେଙ୍ଗାଲୁରୁ,୧୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆର୍ଟ ଅଫ ଲିଭିଂ ସେଣ୍ଟର ଗସ୍ତ ପୂର୍ବରୁ ବେଙ୍ଗାଲୁରୁରେ ଏକ ବଡ଼ ଧରଣର ସୁରକ୍ଷା ତ୍ରୁଟି ସାମ୍ନାକୁ ଆସିଛି। ପୋଲିସ ସୁରକ୍ଷା ଯାଞ୍ଚ ସମୟରେ ତାତାଗୁନି ନିକଟସ୍ଥ ଏକ ଫୁଟପାଥରୁ ଦୁଇଟି ସନ୍ଦିଗ୍ଧ ଜିଲାଟିନ ଷ୍ଟିକ…

ବଦଳିବ ପୁରୁଣା ସରକାରୀ ଗାଡ଼ି, ମୁଖ୍ୟମନ୍ତ୍ରୀଙ୍କ ପାଇଁ ଯୋଗାଇ ଦିଆଯିବ ବୁଲେଟ୍‌ପ୍ରୁଫ୍‌ ଗାଡ଼ି

ମୁମ୍ବାଇ,୧୦ା୫: ନୂଆଦିଲ୍ଲୀର ମହାରାଷ୍ଟ୍ର ସଦନରେ ବ୍ୟବହୃତ ପୁରୁଣା ସରକାରୀ ଗାଡ଼ି ବଦଳାଯିବା ସହ ନୂତନ ଗାଡ଼ି କିଣାକୁ ମହାରାଷ୍ଟ୍ର ସରକାର ଅନୁମୋଦନ କରିଛନ୍ତି। ସରକାରୀ ନିର୍ଦ୍ଦେଶ ଅନୁଯାୟୀ, ମହାରାଷ୍ଟ୍ର ସଦନରେ ବର୍ତ୍ତମାନ ବ୍ୟବହାର ହେଉଥିବା ତିନୋଟି ଗାଡ଼ି ନିଲାମ କରାଯାଇ ତିନୋଟି…

ସହି ପାରୁନାହାଁନ୍ତି ମୋଦି! ତାମିଲନାଡୁରେ ବିଜୟଙ୍କ TVKକୁ ସମର୍ଥନ କରିବା ନେଇ ଗର୍ଜିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: ମେ’୧୦ରେ ଚେନ୍ନାଇର ନେହେରୁ ଷ୍ଟାଡିୟମରେ, ଟିଭିକେ ମୁଖ୍ୟ ସି. ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ୧୯୬୭ ପରଠାରୁ ସେ ଡିଏମକେ ଏବଂ ଏଆଇଏଡିଏମକେ ମେଣ୍ଟ ବାହାରେ ତାମିଲନାଡୁ ସରକାରର ନେତୃତ୍ୱ ନେଉଥିବା ପ୍ରଥମ ନେତା…

ମୁଖ୍ୟମନ୍ତ୍ରୀ ହେଉହେଉ ବଡ଼ ଘୋଷଣା କରିଦେଲେ ଥାଲାପତି ବିଜୟ, କହିଲେ ମୁଁ ରାଜ୍ୟ ପାଇଁ…

ଚେନ୍ନାଇ,୧୦ା୫: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ଗ୍ରହଣ କରିଛନ୍ତି ଅଭିନେତାରୁ ରାଜନେତା ପାଲଟିଥିବା ଥାଲାପତି ବିଜୟ। ସେ ମୁଖ୍ୟମନ୍ତ୍ରୀ ହେଉହେଉ ଏକ ବଡ଼ ଘୋଷଣା କରିଛନ୍ତି। ଥାଲାପତି ତାଙ୍କର ପ୍ରଥମ ଭାଷଣରେ ରାଜ୍ୟର ରାଜନୀତି ଏବଂ ପ୍ରଶାସନ ସମ୍ପର୍କରେ ଏକ…

ଭାଜପା ବିଧାୟକ ଦଳର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ହିମନ୍ତ ବିଶ୍ୱ ଶର୍ମା ହେବେ….

ଗୁଆହାଟି,୧୦।୫: ହିମନ୍ତ ବିଶ୍ୱ ଶର୍ମା ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜେପି ନଡ୍ଡା ହିମନ୍ତ ବିଶ୍ୱଙ୍କ ନାମ ଘୋଷଣା କରିଛନ୍ତି। ମେ ୧୨ ତାରିଖ ଦିନ ପୂର୍ବାହ୍ନ ୧୧:୦୦ ଟାରେ…

ତାମିଲନାଡୁରେ ନୂଆ ଯୁଗର ଆରମ୍ଭ, ଶେଷ ହେଲା ଦ୍ରାବିଡ଼ ରାଜନୀତିର ଦବଦବା

ଚେନ୍ନାଇ,୧୦।୫: ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ ରବିବାର ସକାଳ ୧୦ଟା୨୨ରେ ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତି ଶେଷରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ତାଙ୍କୁ ଶପଥ ପାଠ କରାଇଥିଲେ। ଶପଥ ସମାରୋହ…

୫ ଦିନ ୪ ବୈଠକ ପରେ ମିଳିଲା ‘ବିଜୟ’…

ଚେନ୍ନାଇ,୧୦।୫: ତାମିଲଗା ଭେଟ୍ରି କାଝାଗମ (ଟିଭିକେ) ସଭାପତି ବିଜୟଙ୍କୁ ସରକାର ଗଠନ କରିବା ପାଇଁ ଆବଶ୍ୟକ ସଂଖ୍ୟା ସଂଗ୍ରହ କରିବାକୁ ପାଞ୍ଚ ଦିନ, ରାଜ୍ୟପାଳଙ୍କ ସହ ଚାରୋଟି ବୈଠକ ଏବଂ ସମ୍ଭାବ୍ୟ ଅଂଶୀଦାରଙ୍କ ସହ ଅନେକ ପର୍ଯ୍ୟାୟ ମେଣ୍ଟ ଆଲୋଚନା ଲାଗିଥିଲା।…

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ TVK ମୁଖ୍ୟ ବିଜୟ ଥାଲାପତି, ଯୋଗଦେବେ ରାହୁଲ ଗାନ୍ଧୀ

ଚେନ୍ନାଇ,୧୦।୫: ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟ ରବିବାର ସକାଳ ୧୦ଟାରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ତାଙ୍କ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri