ସରୋଜଙ୍କ ନାର୍କୋ ଆନାଲିସିସ ଟେଷ୍ଟ ଲାଗି ଆବେଦନ

ନୟାଗଡ଼ ଅଫିସ, ୪।୧: ବହୁ ଚର୍ଚ୍ଚିତ ପରୀ ହତ୍ୟାକାଣ୍ଡ ଘଟଣାରେ ନୟାଗଡ଼ ଯଦୁପୁର ଗାଁର ସରୋଜ ସେଠୀ ଗିରଫ ହୋଇଥିଲେ। ବର୍ତ୍ତମାନ ସରୋଜ ଜେଲ୍‌ରେ ଥିବା ବେଳେ ତାଙ୍କର ନାର୍କୋ ଆନାଲିସିସ ଟେଷ୍ଟ କରାଯିବ। ଏହି ଘଟଣାର ତଦନ୍ତ କରୁଥିବା ଏସ୍‌ଆଇଟି ପକ୍ଷରୁ ସୋମବାର ନାୟଗଡ଼ ପକ୍ସୋ କୋର୍ଟରେ ପିଟିସନ ଦାଖଲ କରାଯାଇଛି। ମଙ୍ଗଳବାର ଏହାର ଶୁଣାଣି କରାଯିବା ପାଇଁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପି, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଅଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri