Posted inଖେଳ

ସେହ୍ବାଗଙ୍କ ରେକର୍ଡ ଭାଙ୍ଗିଲେ ଓ୍ବିଲିୟମସନ

ଖ୍ରୀଷ୍ଟଚର୍ଚ୍ଚ,୪।୧: ଚମତ୍କାର ଫର୍ମରେ ଥିବା ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମସନ ସୋମବାର ଆଉ ଏକ ରେକର୍ଡ ନିଜ ନାମରେ କରିଛନ୍ତି। ଏଠାରେ ପାକିସ୍ତାନ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ସେ ହାସଲ କରିଛନ୍ତି କ୍ୟାରିୟରର ୨୪ତମ ଟେଷ୍ଟ ଶତକ। ଏଥିସହ ବିଶ୍ୱର ନଂ ୧ ଟେଷ୍ଟ ବ୍ୟାଟ୍ସମ୍ୟାନ ଓ୍ବିଲିୟମସନ ଭାଙ୍ଗି ଦେଇଛନ୍ତି ପୂର୍ବତନ ଭାରତୀୟ ବିସ୍ଫୋରକ ଓପନର ସେହ୍ବାଗଙ୍କ ରେକର୍ଡ। ପୂରା ଟେଷ୍ଟ କ୍ୟାରିୟରରେ ସେହ୍ବାଗ ହାସଲ କରିଥିଲେ ମୋଟ ୨୩ଟି ଶତକ, ଯାହାକୁ ପଛରେ ପକାଇ ଦେଇଛନ୍ତି ଓ୍ବିଲିୟମସନ।

୧୭୫ ବଲର ସମ୍ମୁଖୀନ ହୋଇ ଡାହାଣହାତି ବ୍ୟାଟ୍ସମ୍ୟାନ ୱିଲିୟମସନ ୧୬ ଚୌକା ସହାୟତାରେ ୧୧୨ ରନ ସଂଗ୍ରହ କରିଛନ୍ତି। ତାଙ୍କ ଶତକ ଏବଂ ନିକୋଲସ(୮୯)ଙ୍କ ମଧ୍ୟରେ ୨୧୫ ରନର ଭାଗିଦାରୀ ଯୋଗୁ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri