Posted inଖେଳ

ଭାରତୀୟ ଦଳକୁ ବଡ଼ ଝଟ୍‌କା: ଆହତ ହୋଇ ସିରିଜ୍‌ରୁ ବାଦ୍‌ ପଡିଲେ ଏହି ଖେଳାଳି

ସିଡନୀ,୫।୧: ଅଷ୍ଟ୍ରେଲିଆ ବିପକ୍ଷ ବାକି ଦୁଇଟି ଟେଷ୍ଟରୁ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲଙ୍କୁ ବାଦ ଦିଆଯାଇଛି। ଓପନିଂ ବ୍ୟାଟିଂ, ମିଡିଲ ଅର୍ଡର ବ୍ୟାଟିଂ ତଥା ଉଇକେଟ କିପିଂର ବିକଳ୍ପ ଭାବେ ରାହୁଲଙ୍କୁ ଏପର୍ଯ୍ୟନ୍ତ ଟେଷ୍ଟ ସିରିଜରେ ସୁଯୋଗ ମିଳି ନ ଥିଲା, କିନ୍ତୁ ପରିସ୍ଥିତି ବଦଳିବା ସହ ସେ ତୃତୀୟ ଟେଷ୍ଟରେ ଖେଲିବେ ବୋଳି ଆଶା କରାଯାଉଥିଲା। ଜାନୁଆରୀ ୭ ସିଡନୀରେ ଆରମ୍ଭ ହେବାକୁ ଥିବା ତୃତୀୟ ଟେଷ୍ଟ ପୂର୍ବରୁ ଏହି ଖବର ଭାରତୀୟ ଶିବିରକୁ ବଡ୍‌ ଝଟ୍‌କା ଦେଇଛି। ମଙ୍ଗଳବାର ସକାଳେ ଟୁଇଟ କରି ବିସିସିଆଇ ଏହି ସୂଚନା ଦେଇଛି। ପ୍ରେସ ବିଜ୍ଞପ୍ତିରେ ସଚିବ ଜୟ ଶାହା କହିଛନ୍ତି ଯେ, ଅଭ୍ୟାସ ଶିବିରରେ ରାହୁଲ ବ୍ୟାଟିଂ କରୁଥିବା ସମୟରେ ତାଙ୍କ ବାମ ହାତଗୋଡକୁ ଆଘାତ ଲାଗିଥିଲା। ଶନିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏହି ଘଟଣା ଘଟିଛି। ଏହି ଆଘାତରୁ ରାହୁଲଙ୍କୁ ସୁସ୍ଥ ହେବାକୁ ଅତିକମରେ ତିନି ସପ୍ତାହ ଲାଗିବ। ସେ ଖୁବ ଶୀଘ୍ର ଅଷ୍ଟ୍ରେଲିଆରୁ ଭାରତ ଯିବେ। ତାଙ୍କୁ ବାଙ୍ଗାଲୋରର ନ୍ୟାସନାଲ କ୍ରିକେଟ ଏକାଡେମୀରେ ଚିକିତ୍ସା କରାଯିବ। ସିରିଜର ତୃତୀୟ ଟେଷ୍ଟ ଜାନୁୟାରୀ ୭ରୁ ସିଡନୀରେ ଖେଳାଯିବ, ଚତୁର୍ଥ ଏବଂ ଶେଷ ମ୍ୟାଚ ୧୫ଜାନୁଆରୀରୁ ବ୍ରିସବେନରେ ହେବ।

UPDATE: KL Rahul ruled out of Border-Gavaskar Trophy.

More details 👉 https://t.co/G5KLPDLnrv pic.twitter.com/S5z5G3QC2L

— BCCI (@BCCI) January 5, 2021


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri