Posted inଖେଳ

୬୨ ବର୍ଷରେ ପାଦ ଦେଲେ କପିଲ୍‌ ଦେବ: ବହୁ ଅଭିନେତ୍ରୀଙ୍କ ସହିତ ପ୍ରେମ ସମ୍ପର୍କ ନେଇ ଥିଲେ ଚର୍ଚ୍ଚାରେ…

ନୂଆଦିଲ୍ଲୀ,୬।୧: ଅଲ୍‌ରାଉଣ୍ଡର କ୍ରିକେଟ୍‌ ତାରକା କପିଲ୍‌ ଦେବଙ୍କୁ ବୁଧବାର ୬୧ ବର୍ଷ ପୂରଣ ହୋଇଛି। ସେ ୬୨ ବର୍ଷରେ ପାଦ ଥାପିଛନ୍ତି। ସେ ୧୯୫୯ ଜାନୁୟାରୀ ୬ରେ ଚଣ୍ଡିଗଡ଼ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ କପିଲ୍‌ ଦେବ୍‌ ରାମଲାଲ୍‌ ନିଖଞ୍ଜ୍‌। ପ୍ରଭାବଶାଳୀ ଖେଳ ପାଇଁ ପ୍ରଶଂସକ କପିଲ୍‌ଙ୍କୁ ହରିୟାଣା ତୋଫାନ୍‌ କହିଥାନ୍ତି। ୧୯୮୩ରେ ସେ ପ୍ରଥମ ଥର ପାଇଁ ଭାରତ ପାଇଁ ବିଶ୍ୱକପ୍‌ ଆଣିଥିଲେ। ଓ୍ବେଷ୍ଟ ଇଣ୍ଡିଜ୍‌ ସହିତ ତାଙ୍କର ବ୍ୟାଟିଂ ଏବଂ ମ୍ୟାଚ୍‌ର ଦିଗ ପରିବର୍ତ୍ତନ କରିଥିବା କଷ୍ଟସାଧ୍ୟ କ୍ୟାଚ୍‌ ସବୁଦିନ ପାଇଁ ଅବିସ୍ମରଣୀୟ ହୋଇ ରହିଛି। ତାଙ୍କର ୧୯୮୦ରେ ସେ ରୋମି ଭାଟିଆଙ୍କୁ ବିବାହ କରିଥିଲେ। ଏହା ପୂର୍ବରୁ ସୁନ୍ଦରୀ ଅଭିନେତ୍ରୀ ସାରିକା ଠାକୁରଙ୍କ ସହିତ ଥିଲା ତାଙ୍କର ପ୍ରେମ ସମ୍ପର୍କ। ସେ ଅନ୍ୟ କେତେକଙ୍କ ସହିତ ଡେଟିଂ କରୁଥିବାର ଶୁଣାଯାଉଥିଲା। ତେବେ ଶେଷରେ ରୋମିଙ୍କ ସହିତ ବିବାହ ପରେ ସେ କନ୍ୟା ସନ୍ତାନର ପିତା ହୋଇଥିଲେ ତାଙ୍କ ଝିଅଙ୍କ ନାମ ଅମିୟା ଦେବ। ସେ ୧୩୧ ଟେଷ୍ଟ ମ୍ୟାଚ୍‌ରେ ୧୮୪ ଥର ଖେଳି ୫୨୪୮ ରନ୍‌ ସଂଗ୍ରହ କରିଛନ୍ତି। ସେଥିମଧ୍ୟରେ ୮ଟି ଶତକ ଏବଂ ୨୭ଟି ଅର୍ଦ୍ଧ ଶତକ ରହିଛି। ସେହିପରି ୨୫୫ଟି ଏକ ଦିବସୀୟ ମ୍ୟାଚ୍‌ରେ ୧୯୮ ଥର ଖେଳି ସେ ୩୭୮୩ ରନ୍‌ ସଂଗ୍ରହ କରିଛନ୍ତି। ସେଥିମଧ୍ୟରେ ଗୋଟିଏ ଶତକ ଏବଂ ୧୪ଟି ଅର୍ଦ୍ଧ ଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri