କରୋନା ରୋଗୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇବ ନବଜାତକର ନାଭି: ଜାଣନ୍ତୁ କିପରି…

ମହାମାରୀ କରୋନା ସମଗ୍ର ବିଶ୍ୱରେ ବ୍ୟାପିବା ପରଠାରୁ ଅନେକ ଦେଶ ଏହାର ଟିକା ବାହାର କରିବାରେ ଲାଗିପଡ଼ିଛନ୍ତି। ଅନେକ ଦେଶ ଟିକା ବାହାର କରି ଲୋକଙ୍କ ଉପରେ ପ୍ରୟୋଗ ମଧ୍ୟ କରିସାରିଲାଣି। ବର୍ତ୍ତମାନ ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ନବଜାତକର ଗର୍ଭନାଳରେ ଏପରି ଏକ ଅଂଶ ରହିଛି ତାହା ଗୁରୁତର କରୋନା ରୋଗୀଙ୍କୁ ମୃତ୍ୟୁ ମୁଖକୁ ବଞ୍ଚାଇ ପାରିବ। କରୋନାରେ ଆକ୍ରାନ୍ତ ଗୁରୁତର ରୋଗୀଙ୍କୁ ନେଇ ଏହି ପରୀକ୍ଷା ହୋଇଥିଲା, ଯାହାର ଫଳାପଳ ସକାରାତ୍ମକ ରହିଛି।
ମିୟାମି ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ନବଜାତକଙ୍କ ଗର୍ଭନାଳରେ ଥିବା ଷ୍ଟେମ ସେଲ ଦ୍ୱାରା କରୋନା ରୋଗୀଙ୍କ ଚିକିତ୍କା କରିଥିଲେ। ଏହା ଦ୍ୱାରା ସମସ୍ତ କରୋନା ରୋଗୀ ସୁସ୍ଥ ହୋଇଥିବା ବେଳେ କେବଳ ମାତ୍ର ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ପରୀକ୍ଷା ୮୫ ବର୍ଷରୁ ଊର୍ଦ୍ଧ୍ୱ ବୟଷ୍କଙ୍କୁ ନେଇ କରାଯାଇଥିଲା। ନବଜାତକଙ୍କ ଗର୍ଭନାଳରେ ଥିବା ଷ୍ଟେମ ସେଲ କରୋନା ଭାଇରସକୁ ମାରିଦେଉଥିବା ଏହି ପରୀକ୍ଷାରୁ ସ୍ପଷ୍ଟ ହୋଇଛି। ଗାଟିଏ ଗର୍ଭନାଳରେ ଥିବା ଷ୍ଟେମ ସେଲ୍‌ସ ୧୦ ହଜାର କରୋନା ରୋଗୀଙ୍କୁ ସୁସ୍ଥ କରିବ ବୋଲି କୁହାଯାଉଛି।
ମିୟାମି ବିଶ୍ୱବିଦ୍ୟାଳୟ ବରିଷ୍ଠ ପ୍ରଫେସର କାମିଲୋ ରିକୋର୍ଡି କହିଛନ୍ତି ଯେ, ଏହି ପଦ୍ଧତି କରୋନା ରୋଗୀଙ୍କୁ ଭଲ କରିଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri