Posted inଜାତୀୟ

କୃଷି ଆଇନ-କୃଷକ ଆନ୍ଦୋଳନକୁ ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ ।୧: ମୋଦି ସରକାରଙ୍କନୂଆ କୃଷି ଆଇନକ ପ୍ରତ୍ୟାହାର ଦାବିରେ ପ୍ରାୟ ୪୭ ଦିନ ହେବ ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀ ସୀମାରେ ଆନ୍ଦୋଳନ ଜାରି ରଖିଛଡ଼୍‌ତି । ନୂଆ କୃଷି ନିୟମ ରଦ୍ଦ ସହିତ କୃକେ ଆନ୍ଦୋଳନ ସହ ଜଡିତ କିଛି ଅଭିଯୋଗର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ କରାଯାଇଛି । ମୁଖ୍ୟ ବିଚାରପତି ଶରଦ ଅରବିନ୍ଦ ବୋବଡେ କେନ୍ଦ୍ର ସରକାରଙ୍କୁ କହିଛନ୍ତି, କୃଷି ଆଇନକୁ ନେଇ ଯେଉଁଭଳି ପ୍ରକ୍ରିୟା ଚାଲୁଛି ତାହା ଆମକୁ ନିରାଶ କରୁଛି । ଆମକୁ ଜଣାନାହିଁ ସରକାର ଓ କୃଷକଙ୍କ ମଧ୍ୟରେ କ’ଣ କଥାବାର୍ତ୍ତା ହେଉଛି । ତେଣୁ କେନ୍ଦ୍ର ସରକାର ଏହି କୃଷି ଆଇନ ଉପରେ ରୋକ ଲଗାନ୍ତୁ ନଚେତ୍ ଆମେ ପଦକ୍ଷେପ ନେବୁ । ସୁପ୍ରିମକୋର୍ଟ କମିଟି ଗଠନ ପାଇଁ ସରକାରଙ୍କୁ କହିଛନ୍ତି । ସୂଚନାଯୋଗ୍ୟ, ବିରୋଧ ପ୍ରଦର୍ଶନ କରିଥିବା କୃଷକଙ୍କ ସହ କେନ୍ଦ୍ର ସରକାର ପାଖାପାଖି ୮ଥର କଥା ହୋଇ ସାରିଲେଣି । ହେଲେ ଏହାର କୌଣସି ସମାଧାନ ଏ ଯାଏଁ ବାହାରି ପାରି ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri