୬୭ ବର୍ଷ ପରେ ପ୍ରଥମଥର ଜଣେ ମହିଳାଙ୍କୁ ଦିଆଯିବ ମୃତ୍ୟୁଦଣ୍ଡ! 

ୱାଶିଂଟନ,୧୩ ।୧: ଆମେରିକାରେ ଦୀର୍ଘ ୬୭ ବର୍ଷ ପରେ ଜଣେ ମହିଳାଙ୍କୁ ପ୍ରଥମଥର ଲାଗି ମୃତ୍ୟୁଦଣ୍ଡ ଦିଆଯିବ । ଆମେରିକାର ସର୍ବୋଚ୍ଚ ନ୍ୟାୟାଳୟ ମହିଳାଙ୍କ୍‌ୁ ମୃତ୍ୟୁଦଣ୍ଡ ନ ଦେବାକୁ କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି । ଯାହା ଫଳରେ ଏବେ ଏହି ମହିଳାଙ୍କୁ ମୃତ୍ୟୁଦଣ୍ଡ ମିଳିବା ସ୍ପଷ୍ଟ ହୋଇଯାଇଛି । ଆମେରିକା ସରକାର ଲିସା ମୋଟଗୋମେରୀ ନାମକ ମହିଳାଙ୍କୁ ମୃତ୍ୟୁଦଣ୍ଡ ଦେବା ପ୍ରକ୍ରିୟା ଶେଷ କରିଛନ୍ତି । ସୂଚନାଯୋଗ୍ୟ, ଲିସା ମୋଟଗୋମେରୀ ଆମେରିକାର ମିସୁରିରେ ଜଣେ ଗର୍ଭବତୀଙ୍କୁ ହତ୍ୟା କରିବା ପରେ ଗର୍ଭସ୍ଥ ଶିଶୁକୁ ବାହାର କରି ନେଇଯାଇଥିଲେ । ଏଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ତେବେ ଦୀର୍ଘ ୬୭ ବର୍ଷ ପରେ ଆମେରିକାରେ ପ୍ରଥମଥର ଲାଗି ଜଣେ ମହିଳାଙ୍କ୍‌ୁ ମୃତ୍ୟୁଦଣ୍ଡ ଦିଆଯିବ । ଲିସା ମୋଟଗୋମେରୀଙ୍କ୍‌ୁ ଇଣ୍ଡିଆନାର ତେରେଂ ହାଉତେର ଏକ କେନ୍ଦ୍ରୀୟ କାରାଗାରରେ ମୃତ୍ୟୁଦଣ୍ଡ ଦିଆଯବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

VIDEO: ଆତଙ୍କବାଦୀଙ୍କୁ କାବୁ କରିଥିବା ଅହମ୍ମଦଙ୍କୁ ‘ଅଷ୍ଟ୍ରେଲିଆର ପ୍ରକୃତ ହିରୋ’ ବୋଲି କହିଲେ ପ୍ରଧାନମନ୍ତ୍ରୀ ଆଲବାନିଜ୍‌

ସିଡନୀ,୧୬।୧୨: ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଗୁଳିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୪୦ରୁ ଅଧିକ ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି...

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri