କେନ୍ଦୁଝର,୨୬।୪( ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ବାଁପାର ଗ୍ରାମ ନିକଟରେ ଗୁରୁବାର ରାତି ପ୍ରାୟ ୧୦ଟାରେ ଦିଲୀପ ବେହେରା ନାମକ ବ୍ୟବସାୟୀଙ୍କୁ ଗୁଳି ମାଡ଼ କରି ୧୫ ହଜାର ଟଙ୍କା ଲୁଟ ହୋଇଛି। ତାଙ୍କୁ ଆହତ ଅବସ୍ଥାରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ହାତରେ ଗୁଳି ବାଜିଥିବା ଜଣାପଡିଛି। ପୋଲିସ ଘଟଣାର ତନାଘନା ଆରମ୍ଭ କରି ଦୁର୍ବୁତ୍ତଙ୍କୁ ଧରିବା ପାଇଁ ଉଦ୍ୟମ ଚଳାଇଥିବା ପୋଲିସ ଥାନା ଅଧିକାରୀ ସୋମନାଥ ଜେନା କହିଛନ୍ତି। ତେବେ ୪ଜଣ ଦୁର୍ବୃତ୍ତ ଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଉଛି।
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...
ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...
ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ
ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...
ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍
ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ...
ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ
ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...
ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ
ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...
ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ
ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ...
ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ
ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...
Archives


