କୃଷି ଆଇନକୁ ନେଇ କଂଗ୍ରେସର ପ୍ରଦର୍ଶନ: ସାମିଲ ହେଲେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୧୫ ।୧: କେନ୍ଦ୍ରର ନୂଆ କୃଷି ଆଇନକୁ ନେଇ ଏବେ କଂଗ୍ରେସ ଅଣ୍ଟା ଭିଡିଛି । ବିଦେଶ ଗସ୍ତରୁ ଫେରିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲଗାତାର ଭାବେ କୃଷକ ଆନ୍ଦୋଳନକୁ ନେଇ କେନ୍ଦ୍ର ସରକାରଙ୍କୁ ଘେରୁଛନ୍ତି । ଶୁକ୍ରବାର ରାହୁଲ ଗାନ୍ଧୀ ଓ ତାଙ୍କ ଭଉଣୀ ତଥା କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଦିଲ୍ଲୀରେ କୃଷି ଆଇନ ବିରୋଧରେ ପ୍ରଦର୍ଶନ କରିଛନ୍ତି । ରାହୁଲ କହିଛନ୍ତି ୩ ନୂଆ କୃଷି ଆଇନ କୃଷକଙ୍କୁ ଶେଷ କରିଦେବ । ଏବେ ଯଦି ଏହାକୁ ବନ୍ଦ କରି ନ ଦିଆଯାଏ ତେବେ ପରେ ଏଭଳି ଅବସ୍ଥା ଅନ୍ୟ ସେକ୍ଟରରେ ଦେଖିବାକୁ ମିଳିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକଙ୍କୁ ସମ୍ମାନ ଦେଇ ଜାଣି ନାହାନ୍ତି । ହେଲେ କୃଷକ ନା ନଇଁବେ ନା ଡରିବେ । ପ୍ରିୟଙ୍କା ଓ ରାହୁଲ ଦିଲ୍ଲୀର ଯନ୍ତର ମନ୍ତରରେ ପ୍ରଦର୍ଶନ କରିଛନ୍ତି । ଅନ୍ୟପଟେ ରାହୁଲ ରାଜଭବନ ଘେରାଉ କରିବାକୁ ଲାଗି ପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri