ଦୀର୍ଘଦିନର ବ୍ୟବଧାନ ପରେ ଚାଇନାରେ କରୋନା: ଯାଞ୍ଚ ପାଇଁ ପହଞ୍ଚିଲା ଡବ୍ଲ୍ୟୁଏଚ୍‌ଓ ଟିମ୍‌

ଓ୍ବାଶିଂଟନ,୧୬।୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଏକ ଟିମ୍‌ ଚାଇନା ସହରରେ ପହଞ୍ଚିଛି। କରୋନା ମହାମାରୀର ବର୍ଷେ ପରେ ଡବ୍ଲୁଏଚ୍‌ଓର ୧୩ ବୈଜ୍ଞାନିକ ଏହି ମିଶନରେ ଭାଗ ନେଇ ଚାଇନାରେ ପହଞ୍ଚିଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଅଧିକାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ସିଙ୍ଗାପୁରରୁ ଫ୍ଲାଇଟ୍‌ ଉଡ଼ାଣରେ ରୋକ ଲଗାଯାଇଛି।
ଉହାନ ସହର ହେଉଛି ଚାଇନାର ଇଣ୍ଡଷ୍ଟ୍ରିଆଲ ଏବଂ ଟ୍ରାନ୍ସପୋର୍ଟେସନ ହବ୍‌। ୟାଙ୍ଗ୍‌ଜେ ନଦୀ ନିକଟରେ ଥିବା ଏହି ସହରରେ ସର୍ବପ୍ରଥମେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା। ପରେ ଏହି ସହରରୁ ବ୍ୟାପିଥିବା ଭୂତାଣୁ ସମଗ୍ର ବିଶ୍ୱକୁ କବଳିତ କରିଥିଲା। ବର୍ତ୍ତମାନ ସୁଦ୍ଧା ୨୦ ଲକ୍ଷ ଲୋକଙ୍କ ଜୀବନ ଯାଇଛି। ଅନ୍ୟ ଦେଶରେ ଏହା ମାଡ଼ି ଚାଲିଥିବା ବେଳେ ଚାଇନା ପ୍ରଥମେ ଏହାକୁ ଆୟତ୍ତ କରିଥିଲା। ଉହାନ ସହରର ଲୋକ ବାହାରକୁ ବାହାରି ନୂଆବର୍ଷ ଧୂମ୍‌ଧାମରେ ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri