Posted inଖେଳ

ଏହି କ୍ରିକେଟର୍‌ଙ୍କୁ ସଲାମ କଲେ କୋହଲି, କହିଲେ ମାନିଗଲି

ମୁମ୍ବାଇ,୧୭।୧: ବ୍ରିସବେନ ଟେଷ୍ଟର ପ୍ରଥମ ଇନିଂସରେ ଭାରତ ୩୩୬ ରନ ସଂଗ୍ରହ କରିଛି। ଏକ ସମୟରେ ଲାଗୁଥିଲା ଯେ ଟିମ ଇଣ୍ଡିଆ ୨୨୦ ରନ୍‌ରେ ପହଞ୍ଚିବ ନାହିଁ। କିନ୍ତୁ ଶାର୍ଦ୍ଦୁଲ ଠାକୁର ଏବଂ ୱାଶିଂଟନ ସୁନ୍ଦରଙ୍କ ଅର୍ଦ୍ଧଶତକୀୟ ଇନିଂସ ଏହା ଘଟିବାକୁ ଦେଇ ନ ଥିଲା। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୩୩ ରନ ଅଗ୍ରଣୀ ହାସଲ କରିଥିଲା କିନ୍ତୁ ଆୟୋଜକଙ୍କ ସହ ଟିମ ଇଣ୍ଡିଆକୁ କଡ଼ା ମୁକାବିଲା କରିଥିଲା। ଟିମ ଇଣ୍ଡିଆ ପାଇଁ ଶାଦ୍ଦୁଲ ଠାକୁର ସର୍ବାଧିକ ୬୭ ରନ ସଂଗ୍ରହ କରିଥିଲେ। ତାଙ୍କର ପ୍ରଥମ ଟେଷ୍ଟ ଖେଳି ସୁନ୍ଦର ମଧ୍ୟ ୬୨ ରନ ସଂଗ୍ରହ କରିଥିଲେ। ଏହି ଦୁଇ ବ୍ୟାଟ୍ସମ୍ୟାନ ମିଳିତ ଭାବେ ୭ମ ଉଇକେଟ ପାଇଁ ୧୨୩ରନ ଭାଗିଦାରୀ ବାଣ୍ଟିଥିଲେ। ଶାର୍ଦ୍ଦୁଲ ଏବଂ ୱାଶିଂଟନର ସୁନ୍ଦର ବ୍ୟାଟିଂ ଦେଖି ଅଧିନାୟକ ବିରାଟ କୋହଲି ମଧ୍ୟ ତାଙ୍କର ପ୍ରଶଂସକ ହୋଇଥିଲେ। ପୈତୃକ ଛୁଟିରେଥିବା ବିରାଟ କୋହଲି ଟୁଇଟରରେ ଉଭୟ ବ୍ୟାଟ୍ସମ୍ୟାନଙ୍କୁ ପ୍ରଶଂସା କରିଛନ୍ତି। ବିରାଟ କୋହଲି ଟୁଇଟ୍‌ କରି କହିଛନ୍ତି, ସୁନ୍ଦର ଏବଂ ଠାକୁରଙ୍କ ସୁନ୍ଦର ବ୍ୟାଟିଂ ଏବଂ ଆତ୍ମବିଶ୍ୱାସ। ଏହା ହେଉଛି ଟେଷ୍ଟ କ୍ରିକେଟ। ଡେବ୍ୟୁ ମ୍ୟାଚରେ ସୁନ୍ଦର ଇନିଂସ। ଠାକୁର ତୁମକୁ ଗ୍ରହଣ କଲେ ବେଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri