Posted inଖେଳ

ପଦାର୍ପଣରେ ୩ ଉଇକେଟ ଓ ଅର୍ଦ୍ଧଶତକ

ବ୍ରିସ୍‌ବେନ,୧୮।୧: ପଦାର୍ପଣରେ ଭାରତୀୟ ସ୍ପିନ ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର ଅର୍ଦ୍ଧଶତକ ହାସଲ କରିବା ସହ ୩ ଉଇକେଟ ନେଇ ଏକ ବିରଳ ସଫଳତା ଅର୍ଜନ କରିଛନ୍ତି। ଅଷ୍ଟ୍ରେଲିଆରେ ଦୀର୍ଘ ୭୪ ବର୍ଷ ପରେ ସେ ପ୍ରଥମ ଭ୍ରମଣକାରୀ କ୍ରିକେଟର ଭାବେ ଅର୍ଦ୍ଧଶତକ ହାସଲ କରିବା ସହ ୩ ଉଇକେଟ ଅକ୍ତିଆର କରିଛନ୍ତି। ଏହାପୂର୍ବରୁ ଭାରତର ଦତ୍ତୁ ଫାଡକର ୧୯୪୭/୪୮ ଗସ୍ତରେ ୮ ନମ୍ବରରେ ବ୍ୟାଟିଂ କରି ୫୧ ରନ ସଂଗ୍ରହ କରିବା ୩ ଉଇକେଟ ଅକ୍ତିଆର କରିଥିଲେ। ୨୦୧୮ରେ ହନୁମା ବିହାରୀ ମଧ୍ୟ ଅପରାଜିତ ୫୦ ରନ ସଂଗ୍ରହ କରିବା ସହ ୩ ଉଇକେଟ ଅକ୍ତିଆର କରିଛନ୍ତି। ସୁନ୍ଦର ତୃତୀୟ ଭାରତୀୟ କ୍ରିକେଟର ଭାବେ ଏହି ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri