ଆଶାସାଥୀଙ୍କୁ ଉପେକ୍ଷା: ଜିଲାପାଳଙ୍କୁ ହେଲେ ଫେରାଦ

ବରଗଡ଼ ଅଫିସ,୧୯।୧: ଆଶାସାଥୀଙ୍କ ପ୍ରତି ରାଜ୍ୟ ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ବରଗଡ଼ ଜିଲା ଆଶାସାଥୀ ସଂଘ ମଙ୍ଗଳବାର ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ର୍ମିଧା ଟପ୍ପୋଙ୍କୁ ଭେଟି ସେମାନେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଘୋଷଣା ମୁତାବକ ମାସିକ ୬ହଜାର ଟଙ୍କା, ୟୁନିଫର୍ମ ପ୍ରଦାନ, ଦକ୍ଷତା ବୃଦ୍ଧି ପାଇଁ ତାଲିମ ପ୍ରଦାନ, ପଦୋନ୍ନତି ବ୍ୟବସ୍ଥା ଏବଂ ସରକାରଙ୍କ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଦାବି ହୋଇଛି। ସ୍ମାରକପତ୍ର ପ୍ରଦାନ ସମୟରେ ଭାଜପା ଜିଲା ସଭାପତି ଅଶ୍ବିନୀ ଷଡଙ୍ଗୀ, ସୁରେଶ୍ବର ଶତପଥୀ, ପ୍ରୀତମ ସିଂଙ୍କ ସମେତ ଆଶାସାଥୀ ସଂଘର ସମସ୍ତ କର୍ମକର୍ତ୍ତା, ସଭ୍ୟାବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri