ରୋବୋ କରିବ ନାଳ ସଫା

ବିଶାଖାପଟ୍ଟନମ୍‌, ୨୧।୧: ନାଳ ସଫା କାର୍ଯ୍ୟରେ ଏବେ ରୋବୋକୁ ନିୟୋଜିତ କରାଯିବ। ବିଶାଖାପଟ୍ଟନମ୍‌ ମ୍ୟୁନିସ୍‌ପାଲ୍‌ କର୍ପୋରେଶନ ପକ୍ଷରୁ ଏଭଳି ରୋବୋ କିଣିବା ଲାଗି ଯୋଜନା କରାଯାଇଛି। ଏହି ମେସିନର ଦାମ୍‌ ବଜାରରେ ୮୦ ଲକ୍ଷ ଟଙ୍କା ରହିଛି। ଏହାର ବ୍ୟବହାର ଦ୍ୱାରା ସଫେଇ କର୍ମଚାରୀମାନଙ୍କ କାର୍ଯ୍ୟରେ ସୁବିଧା ହେବ ବୋଲି ମ୍ୟୁନିସ୍‌ପାଲ୍‌ କର୍ପୋରେଶନ ପକ୍ଷରୁ କୁହାଯାଇଛି। ମେସିନ୍‌ରେ କ୍ୟାମେରା ସେଟ୍‌ ଅପ୍‌ ମଧ୍ୟ କରାଯାଇଛି। ଏହା ଦ୍ୱାରା ନାଳରେ ଥିବା ବ୍ଲକେଜ୍‌ ସମ୍ପର୍କରେ ସହଜରେ ଜଣାପଡ଼ିବ ବୋଲି ମ୍ୟୁନିସ୍‌ପାଲ୍‌ କର୍ପୋରେଶନର ସୁପରିଟେଣ୍ଡେଣ୍ଟ୍‌ ଅଫିସର ବେଣୁ ଗୋପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା କିଏ? ଜାଣନ୍ତୁ କେଉଁ ସ୍ଥାନରେ ଅଛନ୍ତି ମୋଦି

ନୂଆଦିଲ୍ଲୀ/ମସ୍କୋ: ମେ ୭ରେ କ୍ରେମଲିନ ପ୍ୟାଲେସରେ ଭ୍ଲାଡିମର ପୁଟିନ ପଞ୍ଚମଥର ପାଇଁ ରୁଷିଆର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ୨୦୦୦ରେ ପୁଟିନ ପ୍ରଥମ ଥର...

ବୃଦ୍ଧ ମହିଳାଙ୍କୁ ଚାପୁଡ଼ା ମାରିଲେ ଏମ୍‌ପି ପ୍ରାର୍ଥୀ, କହିଲେ ହାତକୁ ଦେବ, ଫୁଲକୁ ଦେଲେ ଏମିତି ହେବ

ହାଇଦ୍ରାବାଦ,୮।୫: ତେଲଙ୍ଗାନାରେ କଂଗ୍ରେସ ଏମ୍‌ପି ଜୀବନ ରେଡ୍ଡୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ରେଡ୍ଡୀ ନିର୍ବାଚନୀ ପ୍ରଚାର ଜଣେ ବୃଦ୍ଧ ମହିଳାଙ୍କୁ...

ବର୍ଷା ସାଜିଲା କାଳ, କାନ୍ଥ ଭୁଶୁଡ଼ି ୪ ବର୍ଷର ଶିଶୁ ସମେତ ୭ ମୃତ

ହାଇଦ୍ରାବାଦ,୮।୫: ପ୍ରବଳ ବର୍ଷା ହେତୁ ହାଇଦ୍ରାବାଦର ବାଚୁପଲ୍ଲୀ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଅଞ୍ଚଳର ଏକ ନିର୍ମାଣାଧୀନ ଘରର କାନ୍ଥ ଭୁଶୁଡ଼ିବା ପରେ...

ଏୟାର ଇଣ୍ଡିଆ ୭୮ ଉଡ଼ାଣ ରଦ୍ଦ: ସମୂହ ଛୁଟିରେ ଗଲେ ୩୦୦ ବରିଷ୍ଠ କର୍ମଚାରୀ

ନୂଆଦିଲ୍ଲୀ,୮।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ କରାଯାଇଛି। ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ...

ମନ୍ତ୍ରୀଙ୍କ ସଚିବ ଗିରଫ: ସହାୟକଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

ରାଞ୍ଚତ୍,୮।୫:ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ: କେରଳରେ ହାଇଆଲର୍ଟ

କୋଝିକୋଡ୍‌,୮ା୫:କେରଳରେ ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ ଖେଳାଇଛି। ଏହି ଜ୍ୱରରେ ମାଲାପ୍ପୁରମ୍‌, କୋଝିକୋଡ୍‌ ଏବଂ ଥ୍ରିଶୁର ଜିଲାର ୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ଏହି ରୋଗରେ...

ସେବାର ଅନ୍ୟନାମ ‘ରେଡ୍‌କ୍ରସ’

ପ୍ରତିବର୍ଷ ମେ’୮ରେ ବିଶ୍ୱ ରେଡକ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡକ୍ରସ ଏବଂ ରେଡ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେରଖିବା ପାଇଁ ଏହା ପାଳନ କରାଯାଏ।...

”ଜନସଚେତନତା ବିପଦ ଏଡ଼ାଇବ“

ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଚଳିତ ବର୍ଷର ଏହି ଦିବସ ଉପଲକ୍ଷେ ପ୍ରସାରିତ ବାର୍ତ୍ତାଟିରେ କୌଣସି ଅସ୍ପଷ୍ଟତା ନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri