ଜିମ୍‌ ଯାଇ ଝାଳ ବୁହାଉଛନ୍ତି ଏହି ଅଭିନେତ୍ରୀ, ସଲମାନଙ୍କ ସହ ଆସିବେ ନଜର

ମୁମ୍ବାଇ: ବଲିଉଡ୍‌ର ଜଣେ ଅଭିନେତ୍ରୀ ସବୁବେଳେ ନିଜର ଫିଟ୍‌ନେସକୁ ନେଇ ଚର୍ଚ୍ଚାରେ ଥାନ୍ତି। ଆଜିକାଲି ଆଉ ଟିକେ ବେଶି ଚର୍ଚ୍ଚାରେ ରହୁଛନ୍ତି। ସୋସିଆଲ ମିଡିଆରେ ସେ ଶେୟାର କରିଥିବା ଫଟୋକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା। ସେ ଆଉ କେହି ନୁହନ୍ତି, ସୁନ୍ଦରୀ କ୍ୟାଟ୍ରିନା କୈଫ୍‌। କ୍ୟାଟ୍‌ ଜିମ୍‌ ଯାଇ ଖୁବ୍‌ ପରିଶ୍ରମ କରୁଛନ୍ତି। ଜିମ୍‌ରେ ସେ ପିଲେଟ୍‌ ସେସନ ନେଉଥିବା ଦେଖିବାକୁ ମିଳିଛି।
କ୍ୟାଟ୍‌ କ୍ୟାଫ୍‌ ରେଡ୍‌ ଆଉଟ୍‌ଫିଟ୍‌ରେ ଓ୍ବାର୍କଆଉଟ୍‌ କରୁଥିବା ନଜର ଆସିଛନ୍ତି। ତାଙ୍କ ପାଖରେ ଜଣେ ଟ୍ରେନର ଠିଆ ହୋଇ ତାଙ୍କୁ ତାଲିମ ଦେଉଛନ୍ତି। ପିଲେଟ୍‌ ଜରିଆରେ ମାଂସପେଶୀ ସୁଦୃଢ଼ ହୋଇଥାଏ। ତାଙ୍କ ଓ୍ବାର୍କଆଉଟ୍‌ ଜଣାପଡୁଛି ସେ କେଉଁ ଫିଲ୍ମରେ ଏକ ଜବରଦସ୍ତ ଭୂମିକାରେ ଆସିବେ। ତେଣୁ ତାଙ୍କୁ ଏପରି କଠିନ ପରିଶ୍ରମ କରିବାକୁ ପଡୁଛି। କୁହାଯାଉଛି, ସଲମାନଙ୍କ ସହିତ ଟାଇଗର-୩ରେ ସେ ନଜର ଆସିବେ।
ସ୍ମରଣଯୋଗ୍ୟ, ୨୦୧୨ରେ ଟାଇଗର ଫିଲ୍ମରେ ସଲମାନ ଏବଂ କ୍ୟାଟ୍ରିନାଙ୍କୁ ଦେଖିବାକୁ ମିଳିଥିଲା। ଏହି ଫିଲ୍ମରେ କବୀର ଖାନ୍‌ ନିର୍ଦ୍ଦେଶନା ଦେଇଥିଲେ। ଫିଲ୍ମଟି ବ୍ଲକବଷ୍ଟର ହିଟ୍‌ ହୋଇଥିଲା। ଏହା ବକ୍ସ ଅଫିସରେ ୩୨୦ କୋଟି ବ୍ୟବସାୟ କରିଥିଲା। ଏହା ପରେ ୨୦୧୭ରେ ସଲମାନଙ୍କ ସହ ଫିଲ୍ମ ‘ଟାଇଗର ଜିନ୍ଦା’ରେ ବି କ୍ୟାଟ୍‌ ନଜର ଆସିଥିଲେ। ଏବେ କୁହାଯାଉଛି ଟାଇଗର-୩ ଆସିବ। ଏଥିରେ ଅଲୀ ଅବାସ ନିର୍ଦ୍ଦେଶନା ଦେବେ। କ୍ୟାଟ୍ରିନା ଏହି ଅପ୍‌କମିଙ୍ଗ ଫିଲ୍ମ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri