ସଙ୍କଟ ସମୟରେ ବୁଦ୍ଧିମାନ ବ୍ୟକ୍ତିଙ୍କୁ କ’ଣ କରିବା ଉଚିତ ? ଚାଣକ୍ୟ କହିଲେ ଏମିତି

ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ ଶ୍ଳୋକ ମାଧ୍ୟମରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବର୍ଣ୍ଣନା କରିଛନ୍ତି । ଯାହାକୁ ଗ୍ରହଣ କରି ଜଣେ ଖୁସିରେ ଜୀବନ ଅତିବାହିତ କରିପାରିବ।

ସେ ତାଙ୍କ ନୀତିଶାସ୍ତ୍ରରେ ସଙ୍କଟ ସମୟରେ ମନୁଷ୍ୟକୁ ରକ୍ଷା କରିବା ପାଇଁ ଅନେକ ପଦକ୍ଷେପ ବର୍ଣ୍ଣନା କରିଛନ୍ତି। ସଙ୍କଟ ସମୟରେ ଜଣେ ଜ୍ଞାନୀ ବ୍ୟକ୍ତି କଣ କରିବା ଉଚିତ୍‌ ଜାଣନ୍ତୁ ସେ ସମ୍ପର୍କରେ…

ଯେ ପର୍ଯ୍ୟନ୍ତ ଅସୁବିଧା, ଚିନ୍ତା ଏବଂ ସଙ୍କଟ ଦୂରରେ ରହିଥାଏ, ସେତେବେଳେ ବୁଦ୍ଧିମାନ ଲୋକମାନେ ସେଗୁଡ଼ିକୁ ଭୟ କରିବା ଉଚିତ୍‌।

ମାତ୍ର ଯେତେବେଳେ ଅସୁବିଧା ଘେରି ରୁହେ ସେତେବେଳେ ସମ୍ପୂର୍ଣ୍ଣ ନିର୍ଭୟରେ ରହିବାକୁ ପଡ଼ିବ। ଏହି ସମୟରେ ସେମାନେ ସାହସ ଏବଂ ଧର୍ଯ୍ୟ ରଖିବା ଉଚିତ୍‌। ଏହି ଉପାୟରେ ଅସୁବିଧା ଦୂର ହୋଇ ଏଥିରୁ ରକ୍ଷା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ମୁସଲମାନ ଦେଶରେ ବିକ୍ରି ହେଉଛି ଭାରତୀୟଙ୍କ ଅଙ୍ଗ, ଧନୀ ଲୋକଙ୍କର ହେଉଛି କିଡନୀ ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୧୨: କେରଳରେ ପଞ୍ଜିକୃତ ଏକ ମାମଲାର ତଦନ୍ତ କରିବା ସମୟରେ, ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଜାଣିବାକୁ ପାଇଛି ଯେ ବେଆଇନ ଅଙ୍ଗଦାନରେ ଜଡିତ ଏକ...

ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି…

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ...

ସଟର ତାଡି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ସକାଳେ ଦୋକାନୀ ମାଲିକ ପହଞ୍ଚିଲା ପରେ…

ଲୋଇସିଂହା, ୧୮।୧୨( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବସଷ୍ଟାଣ୍ଡ ସ୍ଥିତ ଜେଶ୍ମିନ ଅଳଙ୍କାର ଦୋକାନରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଦୋକାନ ମାଲିକ...

ଏହି ଦେଶରେ ବଢ଼ିବ ମୁସଲମାନଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ହେବ ବଡ଼ ପରିବର୍ତ୍ତନ

ମସ୍କୋ,୧୮ା୧୨: ୨୦୩୦ ସୁଦ୍ଧା ଏକ ଦେଶରେ ମୁସଲମାନଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଇବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏମିତି ଏକ ଦେଶ ହେଉଛି...

‘ମୁଁ ଇସ୍ତଫା ଦେଇଦେବି’, କାହିଁକି ଏମିତି ଘୋଷଣା କଲେ FBI ଡେପୁଟି ଡାଇରେକ୍ଟର? ଟ୍ରମ୍ପଙ୍କୁ ଲେଖିଲେ ଏମିତି ପତ୍ର

ଓ୍ବାଶିଂଟନ,୧୮।୧୨: ଏଫବିଆଇର ଡେପୁଟି ଡାଇରେକ୍ଟର ଡାନ ବୋଙ୍ଗିନୋ ବୁଧବାର ଘୋଷଣା କରିଛନ୍ତି ଯେ ସେ ଚାକିରି ଆରମ୍ଭ କରିବାର ୧୦ ମାସରୁ କମ ସମୟ ପରେ...

ୟୁନୁସ ସରକାରଙ୍କୁ ପାନେ ଦେବ ଭାରତ: ନେଲା ବଡ଼ ନିଷ୍ପତ୍ତି

ଓ୍ବାଶିଂଟନ୍‌,୧୮।୧୨: ଡିସେମ୍ବର ୧୭ରେ ବାଂଲାଦେଶରେ ଭାରତୀୟ ହାଇକମିଶନ ସମ୍ମୁଖରେ ଯାହା ଘଟିଥିଲା ତାହା କୌଣସି ଦୁର୍ଘଟଣା ନୁହେଁ। ଏହା ଏକ ସୁଚିନ୍ତିତ ରଣନୀତିର ଅଂଶ ଭାବରେ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri