ଛୋଟ ପରଦାରେ ପ୍ରସାରିତ ଧାରାବାହିକ ‘ବାଲିକା ବଧୂ’ରେ ଆନନ୍ଦୀ ଚରିତ୍ରରେ ଅଭିନୟ କରି ଘରେ ଘରେ ପରିଚିତ ହୋଇଥିବା ଅଭିନେତ୍ରୀ ଅବିକା ଗୌର ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ଚର୍ଚ୍ଚାରେ ରହିବାର କାରଣ ହେଉଛି ତାଙ୍କର ଆଗାମୀ ଫିଲ୍ମ। ନିକଟରେ ଅବିକା ଇନ୍ଷ୍ଟାଗ୍ରାମ୍ରେ ନିଜର ୨ଟି ଫଟୋ ଶେୟାର କରିଛନ୍ତି। କ୍ୟାପଶନରେ ସେ ଲେଖିଛନ୍ତି, ଆରମ୍ଭ ହେଲା ଶୁଟିଂ। ଏହି ଫଟରେ ତାଙ୍କୁ ଧଳା ରଙ୍ଗର ଟପ୍ ଏବଂ ନୀଳ ରଙ୍ଗର ଜିନ୍ସ ପିନ୍ଧିଥିବାର ଦେଖିବାକୁ ମିଳୁଛି। ମାତ୍ର ତାଙ୍କ ମୁହଁରେ ଏକ ଭିନ୍ନ ଉତ୍ସାହ ଦେଖିବାକୁ ମିଳୁଛି। ଯାହା ପ୍ରମାଣ କରୁଛି ଯେ, ତାଙ୍କର ଆଗାମୀ ଫିଲ୍ମ ପାଇଁ ସେ ବହୁତ ଉତ୍ସାହିତ ଅଛନ୍ତି। ତାଙ୍କର ଆଗାମୀ ଫିଲ୍ମର ନାମ ହେଉଛି ‘କାହାନୀ ରବର ବ୍ୟାଣ୍ଡ୍ କି’। ଫିଲ୍ମର କାହାଣୀ ବନାରସର ଚତୁଃପାର୍ଶ୍ୱରେ ଘୁରି ବୁଲୁଛି। ଏହାର ଟିଜର କିଛି ଦିନ ପୂର୍ବେ ସେ ଶେୟାର କରିଥିଲେ। ଫିଲ୍ମର ପ୍ରମୁଖ ଅଭିନେତା ରୂପେ ଅବନ୍ତିକାଙ୍କ ସହ ମନୀଷ ରାୟସିଂଘାନିଙ୍କୁ ଦେଖିବାକୁ ମିଳିବ। ଏହି ଯୋଡି ପୂର୍ବରୁ ଧାରାବାହିକ ‘ଶଶୁରାଲ ସିମର କି’ରେ ଅଭିନୟ କରିଥିଲେ।
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...
୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...
ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…
ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...
ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍ ପରୀକ୍ଷା
ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...
ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...
ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI
ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...
Archives


