Odisha Elections 2024
Posted inଖେଳ

ଚର୍ଚ୍ଚାରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଚୟନ ହୋଇଥିବା ନୂଆ ନେଟ୍‌ ବୋଲର, ଜାଣନ୍ତୁ କିଏ ସେ ସୌରଭ କୁମାର..

ନୂଆଦିଲ୍ଲୀ,୨୩।୧: ଅଷ୍ଟ୍ରେଲିଆ ଗସ୍ତରେ ଉଲ୍ଲେଖନୀୟ ପ୍ରଦର୍ଶନ ପରେ ଇଂଲଣ୍ଡ ସହ ଘରୋଇ ଟେଷ୍ଟ ଖେଳିବାକୁ ପ୍ରସ୍ତୁତ ଭାରତୀୟ ଟିମ୍‌। ଆସନ୍ତା ଫେବୃୟାରୀ ୫ରୁ ଚେନ୍ନାଇରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। କିଛିଦିନ ପୂର୍ବରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପ୍ରଥମ ଦୁଇ ଟେଷ୍ଟ ପାଇଁ ୧୮ ସଦସ୍ୟ ବିଶିଷ୍ଟ ଟିମ୍‌, ୫ଜଣ ନେଟ୍‌ ବୋଲର୍‌ ଏବଂ ସୁରକ୍ଷିତ ଖେଳାଳିଙ୍କ ତାଲିକା ପ୍ରକାଶ କରିଥିଲା। ଉକ୍ତ ୫ଜଣ ନେଟ୍‌ ବୋଲରଙ୍କ ମଧ୍ୟରେ ଜଣେ ଥିଲେ ସୌରଭ କୁମାର। ଏହି ୨୭ ବର୍ଷୀୟ ବାମହାତି ସ୍ପିନର ଏବେ ସମସ୍ତ କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ଚର୍ଚ୍ଚାର କାରଣ ପାଲଟିଛନ୍ତି।

କ୍ରିକେଟ ଜଗତରେ ଜଣାଶୁଣା ନାମ ନହେଲେ ବି ସୌରଭ ଅନ୍ତରାଷ୍ଟ୍ରୀୟସ୍ତରରେ ଚମକିବାର କ୍ଷମତା ରଖିଛନ୍ତି। ଘରୋଇ କ୍ରିକେଟରେ ସେ ଭଲ ପ୍ରଦର୍ଶନ କରିଛନ୍ତି। ୨୦୧୫ରେ ସେ ଉତ୍ତରପ୍ରଦେଶ ପାଇଁ ଡେବ୍ୟୁ କରିଥିଲେ। ସେ ୪୪ ଫାଷ୍ଟ କ୍ଲାସ କ୍ରିକେଟ୍‌ ଖେଳି ୧୯୨ ଉଇକେଟ ନେଇଥିଲେ। ୧୬ଥର ସେ ଗୋଟିଏ ପାଳିରେ ୫ ଉଇକେଟ ନେଇଥିବା ବେଳେ ୬ ଥର ୫ରୁ ଅଧିକ ଉଇକେଟ ହାସଲ କରିଛନ୍ତି। ୨୦୧୭ରେ ସୌରଭଙ୍କୁ ଆଇପିଏଲ୍‌ ଲାଗି ଚୟନ କରାଯାଇଥିଲା। ହେଲେ ତାଙ୍କୁ ମ୍ୟାଚ୍‌ ଖେଳିବାର ସୁଯୋଗ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା...

ଏହି କ୍ରିକେଟର୍‌ଙ୍କୁ ପ୍ରପୋଜ୍‌ କଲେ ରିଙ୍କୁ ସିଂ, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ପ୍ଲେ ଅଫ ପହଞ୍ଚିବାରେ ପ୍ରଥମ ଦଳ ହୋଇଛି। କେକେଆର୍‌ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୧୩ଟି...

କୋହଲିଙ୍କ ପାଇଁ ଏମିତି କହିଦେଲେ ବିଶ୍ୱର ସବୁଠୁ ଦ୍ରୁତତମ ଧାବକ

ନୂଆଦିଲ୍ଲୀ,୧୬।୫: ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବ। ଏଥି ସହିତ ବିଶ୍ୱ ପ୍ରସିଦ୍ଧ...

ଚାହିଁଲେ ବି ପୁଣି ଥରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ହୋଇପାରିବେ ନାହିଁ ରବି ଶାସ୍ତ୍ରୀ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।୫: ଟି୨୦ ବିଶ୍ୱକପ୍‌ ୨୦୨୪ ଶେଷ ହେବା ପରେ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବ। କାରଣ ଜୁନ୍‌ ୨୯ ପରେ ବର୍ତ୍ତମାନର ମୁଖ୍ୟ କୋଚ୍‌...

ହୋଷ୍ଟ ଭାବେ ନୂଆ ଇନିଂସ ଆରମ୍ଭ କରିବେ ଧାଓ୍ବନ୍‌, କଲେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟର ଶିଖର ଧାଓ୍ବନ୍‌ ଆସନ୍ତା ୨୦ରେ ନୂଆ ଚାଟ୍‌ ଶୋ’ ସହ ହୋଷ୍ଟ ଭାବେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହାର ନା ରହିଛି...

ଅବସର ଘୋଷଣା କଲେ ଫୁଟ୍‌ବଲ୍‌ ଆଇକନ୍‌ ସୁନୀଲ ଛେତ୍ରୀ

ନୂଆଦିଲ୍ଲୀ,୧୬।୫: ଅନ୍ତର୍ଜାତୀୟ ଫୁଟ୍‌ବଲରୁ ଅବସର ଘୋଷଣା କଲେ ଫୁଟ୍‌ବଲ୍‌ ଆଇକନ୍‌ ସୁନୀଲ ଛେତ୍ରୀ। ଜୁନ୍‌ରେ କୁଏତ ବିପକ୍ଷ ଫିଫା ବିଶ୍ୱକପ୍‌ ଯୋଗ୍ୟତା ମ୍ୟାଚ୍‌ ପରେ ସେ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲିଙ୍କ ଦବ୍‌ଦବା ଜାରି: ପର୍ପଲ କ୍ୟାପ୍‌କୁ ନେଇ ଏହି ୨ ବୋଲରଙ୍କ ମଧ୍ୟରେ ଲଢେଇ

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ ୨୦୨୪ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ୫ଟି ମ୍ୟାଚ ପରେ ଟୁର୍ନାମେଣ୍ଟରେ ପ୍ଲେ ଅଫ ମ୍ୟାଚ ଆରମ୍ଭ ହେବ। ଅରେଞ୍ଜ୍‌ ଏବଂ ପର୍ପଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri