Posted inଖେଳ

ଦ୍ରାଭିଡଙ୍କ ଏହି ଟିପ୍ସ ମାନିଲେ ଭାରତ ଗସ୍ତରେ ସଫଳ ହେବ ଇଂଲଣ୍ଡ

ଇଂଲଣ୍ଡର ପୂର୍ବତନ କେଭିନ ପିଟରସନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ଆଗାମୀ ଭାରତ ଏବଂ ଇଂଲଣ୍ଡ ସିରିଜ୍‌ ଉପରେ ମନ୍ତବ୍ୟ ଦେଇ ସେ କହିଛନ୍ତି ଇଂଲଣ୍ଡ ଖେଳାଳିମାନେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ରାହୁଲ ଦ୍ରାଭିଡଙ୍କ ଟିପ୍ସ ମାନିରେ ଭାରତ ବିପକ୍ଷରେ ନିଶ୍ଚିତ ସଫଳତା ପାଇବେ। ଏହାସହ ସେ ରାହୁଲଙ୍କ ଦ୍ୱାରା ପଠାଯାଇଥିବା ଏକ ମେଲ୍‌ର ସ୍କ୍ରିନ୍‌ଶର୍ଟ ନିଜ ଟୁଇଟର୍‌ରେ ଶେୟାର କରି କହିଛନ୍ତି, ଇଂଲଣ୍ଡ ଖେଳାଳିମାନେ ଏହି ମେଲ୍‌ର ଜେରକ୍ସ କରି କପି ନିଜ ପାଖରେ ରଖନ୍ତୁ। ଯଦି ଆବଶ୍ୟକ ପଡେ ତେବେ ମୋତେ ଫୋନ୍‌ କରନ୍ତୁ ବୋଲି ପିଟରସନ୍‌ କହିଛନ୍ତି। ୨୦୧୦ରେ ବାଂଲାଦେଶ ବିପକ୍ଷରେ ପିଟରସନ ଖରାପ ଫର୍ମ ଦେଇ ଗତି କରୁଥିବାବେଳେ ସେ ରାହୂୁଲଙ୍କ ସହ ସମ୍ପର୍କ କରିଥିଲେ। ଦ୍ରାଭିଡ ପିଟରସନଙ୍କୁ ଫ୍ରଣ୍ଟ୍‌ ପ୍ୟାଡ୍‌ ବିନା ନିଜ ଦଳର ସ୍ପିନ୍‌ରଙ୍କ ବିପକ୍ଷରେ ଅଭ୍ୟାସ କରିବାକୁ କହିଥିଲେ। ଏହାପରେ ମୋ ଫୁଟ୍‌ଓ୍ବାର୍କ ଠିକ୍‌ ହୋଇଯାଇଥିଲା ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଫେବୃୟାର ୫ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍‌ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା...

ଟି୨୦ ବିଶ୍ୱକପ୍‌: ଶ୍ରୀନାଥଙ୍କୁ ମିଳିଲା ପୁଣି ଗୁରୁଦାୟିତ୍ୱ

ଦୁବାଇ, ୪ା୫: ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର...

ଆଜି ଇଣ୍ଡିଆନ ସୁପର ଲିଗ୍‌ ଫାଇନାଲ: ଏହି ଦୁଇ ଶକ୍ତିଶାଳୀ ଫୁଟବଲ କ୍ଲବ ମଧ୍ୟରେ ହେବ ମୁକାବିଲା

କୋଲକାତା, ୪।୫ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ମେଗା ଫାଇନାଲ ଶନିବାର ସଲ୍ଟ ଲେକ୍‌ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରସ୍ପରର ସମ୍ମୁଖୀନ ହେବେ ଦୁଇ ଶକ୍ତିଶାଳୀ ଫୁଟବଲ...

ମୁମ୍ବାଇର ପ୍ଲେ-ଅଫ୍‌ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା

ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ...

ଆଇସିସି ରାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୩।୫: ବାର୍ଷିକ ଅପଡେଟ୍ ପରେ ଆଇସିସି ପୁରୁଷ ମାନ୍ୟତାରେ ଅଷ୍ଟ୍ରେଲିଆ ଭାରତକୁ ଗୋଟିଏ ସ୍ଥାନ ପଛକୁ ଠେଲି ଏକ ନମ୍ବର ମାନ୍ୟତା ହାସଲ କରିଛି। ଯଦିଓ...

ମେ’୨୫ ଶେଷ ତାରିଖ, ଆଇପିଏଲରେ ଖରାପ ପଦର୍ଶନ କଲେ ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଏହି ସବୁ ଖେଳାଳି ପଡିବେ ବାଦ୍‌

ନୂଆଦିଲ୍ଲୀ,୩।୫: ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟଦଳ ଘୋଷଣା ହୋଇସାରିଛି। ଭଲ ପ୍ରଦର୍ଶନ କରୁଥିବା ଅନେକ ଖେଳାଳିଙ୍କୁ ଏଥର ସୁଯୋଗ ମିଳିନାହିଁ। ଯାହାକୁ ନେଇ ପ୍ରଶଂସକମାନେ...

ଗୋଟିଏ ମ୍ୟାଚ୍‌ରେ ଭାଙ୍ଗିଗଲା ଅନେକ ରେକର୍ଡ

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ପ୍ରବଳ ରନ୍‌ ବର୍ଷା ହୋଇଥିଲା। ଏହି ଗୋଟିଏ ମ୍ୟାଚରେ ଅନେକ ରେକର୍ଡ କରାଯାଇଥିଲା। ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri