ରାଜ୍ୟଗୁଡ଼ିକର ରାଜସ୍ବ କ୍ଷତି ୪ ଗୁଣ ବଢ଼ିବ

ନୂଆଦିଲ୍ଲୀ,୨୫ା୧: କୋଭିଡ୍‌-୧୯କୁ ନିୟନ୍ତ୍ରଣ କରିବା ଲାଗି ଜାରି ହୋଇଥିବା ଲକ୍‌ଡାଉନ କାରଣରୁ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟଗୁଡିକର ଟିକସ ସଂଗ୍ରହରେ ହ୍ରାସ ଘଟିଛି। ଏହାକୁ ଦେଖିଲେ ଚଳିତ ଆର୍ଥତ୍କ ବର୍ଷରେ ରାଜ୍ୟଗୁଡିକର ରାଜସ୍ବ ନିଅଣ୍ଟ ପ୍ରାୟ ୪ ଗୁଣକୁ ବଢିବା ନେଇ ଆଶଙ୍କା କରାଯାଉଛି। ରେଟିଂ ଏଜେନ୍ସି କ୍ରିସିଲ ପକ୍ଷରୁ ଏ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୨୦-୨୧ରେ ରାଜ୍ୟଗୁଡିକର ମୋଟ ବିତ୍ତୀୟ ନିଅଣ୍ଟ(ଜିଏଫ୍‌ଡି) ୮.୭ ଲକ୍ଷ କୋଟି ଟଙ୍କା ସ୍ତର ଛୁଇଁପାରେ। ରାଜ୍ୟ ବର୍ତ୍ତମାନ ରାଜସ୍ବ ହ୍ରାସ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ସ୍ଥିତିରେ ରାଜ୍ୟଗୁଡିକର ମୋଟ ବିତ୍ତୀୟ ନିଅଣ୍ଟ ସେମାନଙ୍କ ମୋଟ ଘରୋଇ ଉତ୍ପାଦ(ଏସ୍‌ଜିଡିପି)ର ୪.୭% ସ୍ତର ଛୁଇଁବା ନେଇ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri