ହାଇକୋର୍ଟଙ୍କ ସ୍ଥିତାବସ୍ଥା ବଳବତ୍ତର

କଟକ ଅଫିସ,୨୬।୧: ବଲାରପୁର ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ବିକ୍ରି ହେବାକୁ ଥତ୍ବା ଚୌଦ୍ୱାର କାଗଜକଳର ୬୦୦ ଏକର ଜାଗା ଉପରେ ହାଇକୋର୍ଟ ପୂର୍ବରୁ ଜାରି କରିଥିବା ସ୍ଥିତାବସ୍ଥାକୁ ସୋମବାର ବଳବତ୍ତର ରଖିଛନ୍ତି ସ୍ଥାନୀୟ ଅଞ୍ଚଳର ଅଧିବାସୀ ଶ୍ରୀକାନ୍ତ ବେହେରା ଏବଂ ଅନ୍ୟମାନଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଲୀଧର ଏବଂ ବିଚାରପତି ଜଷ୍ଟିସ୍ ବିଶ୍ୱଜିତ୍ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି ଆବେଦନକାରୀ ଅଭିଯୋଗରେ ଦର୍ଶାଇଛନ୍ତି, ଏହି ଇଣ୍ଡଷ୍ଟ୍ରିଜ୍ ମୂଳ ଚୁକ୍ତି ଖିଲାପ କରି ଅନୁଗୋଳଠାରେ ଦିଆଯାଇଥିବା ବାଉଁଶ ଜଙ୍ଗଲ ଜମିକୁ ବିକ୍ରି କରି କୋଟି କୋଟି ଟଙ୍କା ହଡପ କରିଛି ଚୌଦ୍ୱାର କାଗଜ କଳରେ ନିୟୋଜିତ କର୍ମଚାରୀଙ୍କୁ ଆଧୁନିକ ଶିଳ୍ପ ପ୍ରତିଷ୍ଠା ହେବ ବୋଲି କହି ବେଅାଇନ ଭାବେ ସ୍ବେଚ୍ଛାକୃତ ଅବସର ଦେଇଥତ୍ଲେ ଏଥତ୍ସହ ସରକାରଙ୍କ ବିନା ଅନୁମତିରେ ଏହି ମିଲ୍କୁ ବନ୍ଦ କଲେ ଏହି ସ୍ଥାନରେ ତାପଜ ବିଦୁ୍ୟତ୍ ପ୍ରକଳ୍ପ ପ୍ରତିଷ୍ଠା ହେବ ବୋଲି ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ଘୋଷଣା କରାଯାଇଥିଲା ହେଲେ କର୍ତ୍ତୃପକ୍ଷ ପୂର୍ବ ସମସ୍ତ ପ୍ରତିଶ୍ରୁତିକୁ ଭୁଲିଯାଇ ଅନୁଗୋଳ ଜମି ଏବଂ ଟିପିଏମ୍ର ମେଶିନ୍ ବିକି କୋଟି କୋଟି ଟଙ୍କା ଲୁଟ୍ କରିଛନ୍ତି ଏଥିସହ ଟିପିଏମ୍ ନମ୍ବର-୩ ଘରଗୁଡିକୁ ଡିନାମାଇଟ୍ ଲଗାଇ ଭାଙ୍ଗି ଖୋଲା ପଡିଆରେ ପରିଣତ କରିଛନ୍ତି ବର୍ତ୍ତମାନ ଲିଜ୍ ସୂତ୍ରରେ ନେଇଥିବା ଜମିକୁ ସ୍ଥିତିବାନ କରି ବିଲଡରମାନଙ୍କୁ ବିକ୍ରି କରିବା ନେଇ ପ୍ଲଟିଂ ଆରମ୍ଭ କରିଛନ୍ତି ଏହାକୁ ବିରୋଧ କରି ଆବେଦନକାରୀମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri