ସାଡ଼ିଙ୍ଗିଆରେ ମାଓବାଦୀ ବ୍ୟାନର

ଫିରିଙ୍ଗିଆ,୨୭ା୬-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡ଼ିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ପାଖ ଘାଟି ରାସ୍ତାରେ ମାଓବାଦୀମାନେ ବ୍ୟାନର ଲଗାଇଛନ୍ତି। ଦୁର୍ଗମ ଅଞ୍ଚଳରେ ଏହି ବ୍ୟାନର ଦେଖାଯାଇଥିବାରୁ ଲୋକେ ଭୟଭୀତ ହୋଇଛନ୍ତି। ସରକାରୀ ଦମନ, ଜନସାଧାରଣଙ୍କ ଉପରେ ପୋଲିସ ଦମନ ବନ୍ଦ କରିବା, ନିଜର ହକ୍‌ ପାଇଁ ଲଢ଼େଇ କରିବାକୁ ସ୍ଥାନୀୟ ଲୋକଙ୍କୁ ମାଓବାଦୀମାନେ ଉକ୍ତ ବ୍ୟାନର ମାଧ୍ୟମରେ ଆହ୍ବାନ ଦେଇଛନ୍ତି। ସରକାର ଓ ପୋଲିସ ଦମନ ବିରୋଧରେ ୨୪ ଘଣ୍ଟିଆ ବନ୍ଦ ପାଳନରେ ସାମିଲ ହେବାକୁ ଲେଖାଯାଇଥିଲା। ଶେଷରେ ଭାକପା ମାଓବାଦୀ ବୋଲି ଉଲ୍ଲେଖ ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri