ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାମ ନେଉନାହିଁ। ଶିକ୍ଷା…

Video: ଡ୍ରୋନ ଆକ୍ରମଣରେ ହୁତୁହୁତୁ ହୋଇ ଜଳିଲା ଦୁବାଇ ବିମାନ ବନ୍ଦର, ସମସ୍ତ ଉଡାଣ ବାତିଲ

ଦୁବାଇ,୧୬।୩: ସୋମବାର ସକାଳେ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଏକ ଜୋରଦାର ବିସ୍ଫୋରଣ ପରେ ଦୁବାଇରେ ଆତଙ୍କ ଖେଳିଗଲା, ଯାହା ଏକ ଡ୍ରୋନ ଦୁର୍ଘଟଣା ଯୋଗୁ ହୋଇଥିଲା ଏବଂ ପରେ ଏକ ଇନ୍ଧନ ଟାଙ୍କିରେ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା: ଥୁଆମୂଳ ରାମପୁର CHCରେ ଅବ୍ୟବସ୍ଥାର ଚିତ୍ର

ଥୁଆମୂଳ ରାମପୁର, ୧୬।୩:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତ୍ୟନ୍ତ ଦୁର୍ଗମ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ଏବେ ଅବ୍ୟବସ୍ଥାର ବଳୟରେ। ମେଡିକାଲ ସମ୍ମୁଖର ସୂଚନା ବୋର୍ଡଟି ଛିଣ୍ଡି ଝୁଲୁଥିବା ଦୃଶ୍ୟ ସ୍ବାସ୍ଥ୍ୟ…

ଚଳିତ ସିଜନରେ CSK ପାଇଁ ଡେବ୍ୟୁ କରିବେ ସାମସନ-ସରଫରାଜଙ୍କ ପରି ଦମଦାର ଖେଳାଳି, ବଢିଲାଣି ବିପକ୍ଷର ଟେନସନ

ନୂଆଦିଲ୍ଲୀ,୧୬।୩: ୨୦୨୬ ଆଇପିଏଲ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ସେମାନଙ୍କର ଦଳକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ଏଥର, ଦଳ ପାଞ୍ଚ ଜଣ ନୂତନ ଖେଳାଳିଙ୍କୁ ସ୍ବାଗତ…

ଅଲିଭ ରିଡଲେଙ୍କ ଅଣ୍ଡାଦାନ ପର୍ବ ଆରମ୍ଭ: ୧୦ ହଜାର କଇଁଛଙ୍କ ଗଣ ଅଣ୍ଡାଦାନ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଚଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଅଲିଭ ରିଡଲେଙ୍କ ସାମୂହିକ ଗଣ ଅଣ୍ଡାଦାନ ପର୍ବ…

ଝଡ଼ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର: ଏହି ଜିଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୧୬ା୩ (ବନ୍ଦନା ସେଠୀ):ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍‌ ଲାଗିଛି। ଝଡ଼ବର୍ଷା ଯୋଗୁ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି। ରବିବାର ମୟୂରଭଞ୍ଜ, କେନ୍ଦୁଝର,…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ…

ଆଜି ରାଜ୍ୟ ସଭା ଭୋଟ, ମଇଦାନରେ ୫ ପ୍ରାର୍ଥୀ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ସୋମବାର ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ, ମୁଜିବୁଲ୍ଲା ଖାନ(ମୁନା) ଏବଂ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ। ଖାଲି ହେବାକୁ…

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର। ସେପଟେ ମାର୍ଚ୍ଚ ୧୬ରେ ହେବାକୁ ଥିବା ନିର୍ବାଚନ ପାଇଁ ରବିବାର ରାତିରେ…

ମୃତ୍ୟୁ ଗୁଜବକୁ ନେତନ୍ୟାହୁଙ୍କ ଜବାବ: କହିଲେ “ମୁଁ କଫି ପାଇଁ ମରିବାକୁ ପ୍ରସ୍ତୁତ”

ନୂଆଦିଲ୍ଲୀ,୧୫।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ମୃତ୍ୟୁକୁ ନେଇ ଚାଲିଥିବା ଗୁଜବ ଉପରେ ପଡିଛି ପୂର୍ଣ୍ଣଚ୍ଛେଦ। ଏକ ନୂଆ ଭିଡିଓ ଜାରି କରି ନେତନ୍ୟାହୁ ଇରାନକୁ ଚମତ୍କାର ଢଙ୍ଗରେ ଜବାବ ଦେଇଛନ୍ତି। ନେତନ୍ୟାହୁ ଏକ କାଫେରେ କଫି ଅର୍ଡର କରୁଥିବା ବେଳେ…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର, ଆସୁଛି ୮୦ ହଜାର ଟନ୍ ଅଶୋଧିତ ତୈଳ

ନୂଆଦିଲ୍ଲୀ,୧୫।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ଭାରତୀୟ ପତାକା ଲାଗିଥିବା ଅଶୋଧିତ ତୈଳ ଟ୍ୟାଙ୍କର୍ ଜଗ୍ ଲାଡକି ସୁରକ୍ଷିତ ଭାବରେ ଏକ ବିପଦପୂର୍ଣ୍ଣ ସାମୁଦ୍ରିକ କ୍ଷେତ୍ରରୁ ବାହାରି ଆସିଛି ଏବଂ ବର୍ତ୍ତମାନ…

ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ ସତର୍କ କରାଇଛନ୍ତି। ”ଯଦି ଇରାନ ଓ ଇସ୍ରାଏଲ ମଧ୍ୟରେ ସଂଘର୍ଷ ଦୀର୍ଘସ୍ଥାୟୀ ହୁଏ,…

୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ, ଘଡ଼ଘଡ଼ି ସହ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୫ା୩: ୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ ଜାରି କଲା ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ପବନ ସମ୍ଭାବନା । ଏହାସହ ରାଜଧାନୀ ଭୁବନେଶ୍ବରକୁ ମଧ୍ୟ ଓ୍ବାର୍ନିଂ ଜାରି କରାଯାଇଛି । ମୟୂରଭଞ୍ଜ,…

ତାମିଲନାଡୁ ରାଜନୀତିରେ ହଲଚଲ୍: ସୁପରଷ୍ଟାର ବିଜୟଙ୍କୁ ଡେପୁଟି ସିଏମ୍ ଅଫର୍!

ଚେନ୍ନାଇ,୧୫।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଦକ୍ଷିଣ ଭାରତ ରାଜନୀତିରେ ଏକ ବଡ଼ ଧରଣର ସମୀକରଣ ଦେଖିବାକୁ ମିଳିଛି। ସୂତ୍ର ଅନୁସାରେ, ସୁପରଷ୍ଟାର ବିଜୟଙ୍କ ପାର୍ଟି ‘ଟିଭିକେ’ (TVK) ସହ ମେଣ୍ଟ କରିବା ପାଇଁ ଭାଜପା ପକ୍ଷରୁ ଏକ ବଡ଼ ପ୍ରସ୍ତାବ…

ଏହି ଦିନରୁ ମହଙ୍ଗା ହେବ FASTag ବାର୍ଷିକ ପାସ୍: ଜାଣନ୍ତୁ କେତେ ବଢ଼ିଲା ଦର

ନୂଆଦିଲ୍ଲୀ,୧୫।୩: ଜାତୀୟ ରାଜପଥରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ନିଜ ଗାଡ଼ି ପାଇଁ FASTag ବାର୍ଷିକ ପାସ୍ ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ। ଆସନ୍ତା ଏପ୍ରିଲ୍ ୧ ତାରିଖରୁ ଏହି ପାସ୍…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri