Posted inଖେଳ

ଇଂଲଣ୍ଡ ବିପକ୍ଷରେ ଏହି ଉପଲବ୍ଧି ହାସଲ କରିପାରନ୍ତି ଅଶ୍ୱିନ, ମାତ୍ର ୨୮ ଉଇକେଟ…

ନୂଆଦିଲ୍ଲୀ,୨୮।୧: ଦୀର୍ଘ ୧୧ ମାସ ପରେ ଘରୋଇ ମଇଦାନରେ ଖେଳିବାକୁ ଯାଉଛି ଟିମ୍‌ ଇଣ୍ଡିଆ। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ଜିତି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଥିବା ଭାରତୀୟ ଟିମ୍‌ ଇଂଲଣ୍ଡ ବିପକ୍ଷରେ ଫେବୃୟାରୀରୁ ସିରିଜ୍‌ ଖେଳିବ। ୪ ବର୍ଷ ପୂର୍ବେ ଇଂଲଣ୍ଡକୁ ହରାଇ ଭାରତୀୟ ଦଳ ଇତିହାସ ରଚିଥିଲା। ପୁଣିଥରେ ଉଭୟ ଟିମ୍‌ଙ୍କ ମଧ୍ୟରେ ରୋମାଞ୍ଚକର ମୁକାବିଲା ଦେଖିବାକୁ ମିଳିବ ବୋଲି ପ୍ରଶଂସକ ଆଶା କରୁଛନ୍ତି।

ଇଂଲଣ୍ଡ ବିପକ୍ଷ ଗତ ସିରିଜ୍‌ରେ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ୨୮ ଉଇକେଟ ନେଇଥିଲେ। ନିକଟରେ ଅଷ୍ଟ୍ରେଲିଆ ଗସ୍ତରେ ସେ ୧୨ ଉଇକେଟ ନେଇ ସେ ଫର୍ମରେ ମଧ୍ୟ ଅଛନ୍ତି। ଏବେ ସେ ଟେଷ୍ଟ କ୍ରିକେଟରେ ୪୦୦ ଉଇକେଟର ଉପଲବ୍ଧିରୁ ୨୩ ଉଇକେଟ ଦୂରରେ ଅଛନ୍ତି। ଯଦି ପୂର୍ବଥର ଭଳି ଇଂଲଣ୍ଡ ବିପକ୍ଷରେ ଭଲ ପ୍ରଦର୍ଶନ କରନ୍ତି ତେବେ ସେ ଏହି ଉପଲବ୍ଧି ହାସଲ କରିପାରନ୍ତି। ମୁଥୟା ମୁରଲୀଧରନ୍‌ଙ୍କ ପରେ ସବୁଠାରୁ ଦ୍ରୁତଗତିରେ ୪୦୦ ଉଇକେଟର ଉପଲବ୍ଧି ହାସଲ କରିବା ୨ୟ ଖେଳାଳି ସେ ପାଲଟିବ। ମୁରଲୀଧରନ ନିଜର ୭୨ ଟେଷ୍ଟ ମ୍ୟାଚ୍‌ରେ ଏହା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri