Posted inଜାତୀୟ

ଲାଲ୍‌କିଲ୍ଲା ହିଂସା ନେଇ ଦେଶଦ୍ରୋହ ମାମଲା

ନୂଆଦିଲ୍ଲୀ,୨୯।୧(ପି.ଟି.): ସାଧାରଣତନ୍ତ୍ର ଦିବସ ଟ୍ରାକ୍ଟର ରାଲି ବେଳେ ଲାଲ୍‌କିଲ୍ଲାରେ ହିଂସାକାଣ୍ଡ ସୃଷ୍ଟି ହୋଇଥିଲା। ଏହି ହିଂସାରେ ସମ୍ପୃକ୍ତ କୃଷକଙ୍କ ବିରୋଧରେ ଦିଲ୍ଲୀ ପୋଲିସ ଦେଶଦ୍ରୋହ ଏବଂ ୟୁଏପିଏ (ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ)ରେ ମାମଲା ରୁଜୁ କରିଛି। ଆଇପିସି ଧାରା ୧୨୪ଏ (ଦେଶଦ୍ରୋହ)ରେ ମାମଲା ରୁଜୁ ହେବା ସହ ଘଟଣାର ତଦନ୍ତ କରାଯାଉଛି। ଲାଲ୍‌କିଲ୍ଲା ହିଂସା ସହ ସମ୍ପୃକ୍ତି ନେଇ ପୂର୍ବରୁ ପୋଲିସ ଦାଏର କରିଥିବା ଏତଲାରେ ଦୀପ୍‌ ସିଧୁ ଏବଂ ଗ୍ୟାଙ୍ଗଷ୍ଟର୍‌ରୁ ସାମାଜିକ କର୍ମୀ ପାଲଟିଥିବା ଲାଖା ସିଧାନାଙ୍କ ନଁା ଥିଲା। ଜାନୁୟାରୀ ୨୬ରେ ଗାଜିପୁର ସୀମାରୁ ଟ୍ରାକ୍ଟର ରାଲିରେ ବାହାରି ଆଇଟିଓରେ ପହଞ୍ଚତ୍ଥିବା ଆନ୍ଦୋଳନକାରୀ ଚାଷୀଙ୍କ ସହ ପୋଲିସର ସଂଘର୍ଷ ହୋଇଥିଲା। ସେମାନଙ୍କ ମଧ୍ୟରୁ ଅଧିକାଂଶ ଟ୍ରାକ୍ଟର ଚଳାଇ ଲାଲ୍‌କିଲ୍ଲାରେ ପହଞ୍ଚତ୍ବା ସହ ଏହା ଭିତରେ ପ୍ରବେଶ କରିଥିଲେ। ଲାଲ୍‌କିଲ୍ଲା ଗମ୍ବୁଜ ଓ ପ୍ରାଚୀରରେ ସେମାନେ ପତାକା ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri