Posted inଜାତୀୟ

ମୃତକଙ୍କୁ ୨ କିମି କାନ୍ଧରେ ବୋହି ନେଲେ ମହିଳା ଏସ୍‌ଆଇ

ବିଶାଖାପଟ୍ଟନମ୍‌, ୨।୨: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍‌ ଜିଲାର କାସିବୁଗାରେ ଅଞ୍ଚଳରେ କାର୍ଯ୍ୟ କରୁଥିବା ମହିଳା ଏସ୍‌ଆଇ କୋଟ୍ଟୁରୁ ଶ୍ରୀଷା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ସୋମବାର ଜଣେ ଅଜଣାବ୍ୟକ୍ତିଙ୍କ ମୃତଦେହ ଅଦାଭି କୋଟୁଟୁ ଗାଁରେ ପଡ଼ି ରହିଥିବା ଖବର ମିଳିଥିଲା। ଘଟଣାସ୍ଥଳରେ ଶ୍ରୀଷା ପହଞ୍ଚିଥିଲେ। ତେବେ ଅଜଣା ମୃତଦେହକୁ ଅନ୍ତିିମ ସଂସ୍କାର ପାଇଁ ବୋହି ନେବାକୁ କେହି ରାଜି ହୋଇ ନ ଥିଲେ। ଏହି ଦୁର୍ଗମ ଅଞ୍ଚଳରେ କୌଣସି ଗାଡ଼ି ମଧ୍ୟ ପ୍ରବେଶ କରିବା କଷ୍ଟକର। ତେଣୁ ଶ୍ରୀଷା ଜଣେ ସ୍ଥାନୀୟ ଲୋକଙ୍କ ସହିତ ମୃତଦେହକୁ ୨ କିମି ବୋହି ନେଇ ପୋଲିସ ଗାଡ଼ି ପାଖରେ ପହଞ୍ଚିଥିଲେ। ଏହାପରେ ମୃତକଙ୍କର ଅନ୍ତିିମ ସଂସ୍କାର ମଧ୍ୟ ଶ୍ରୀଷା କରିଥିଲେ। ମୃତକ ସ୍ଥାନୀୟ ଅଞ୍ଚଳରେ ଭିକ ମାଗି ଚଳୁଥିଲେ ବୋଲି ଜଣାପଡ଼ିଛି। ତାଙ୍କୁ ପ୍ରାୟ ୮୦ ବର୍ଷ ବୟସ ହେବ ବୋଲି ଅନୁମାନ କରାଯାଉଛି। ଶ୍ରୀଷାଙ୍କ କାର୍ଯ୍ୟକୁ କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜି. କୃଷ୍ଣ ରେଡ୍ଡୀ ମଧ୍ୟ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri