Posted inଖେଳ

ନେଟ୍‌ ସେସନ ଆରମ୍ଭ କଲା ଭାରତୀୟ ଦଳ, ଖେଳାଳିଙ୍କୁ ସ୍ବାଗତ କଲେ କୋଚ୍‌ ଶାସ୍ତ୍ରୀ

ଚେନ୍ନାଇ,୨।୨: ଆସନ୍ତା ୫ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଯାଉଥିବା ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଭାରତୀୟ ଦଳର ଖେଳାଳିମାନେ ମଙ୍ଗଳବାରଠାରୁ ନେଟ୍‌ ସେସନ ଆରମ୍ଭ କରିଛନ୍ତି। ଉତ୍ସାହ ଭରା ବକ୍ତବ୍ୟ ସହ ଟିମ୍‌ ଇଣ୍ଡିଆର ସ୍ବାଗତ କରିଛନ୍ତି ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ। ଏ ନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛି ବିସିସିଆଇ।

କ୍ୱାରାଣ୍ଟିନ ପରିୟଡ୍‌ ଶେଷ ହେବା ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ତା’ର ପ୍ରଥମ ଆଉଟ୍‌ଡୋର ଟ୍ରେନିଂ ସେସନରେ ଯୋଗ ଦେଇଛି। ସମସ୍ତ ଖେଳାଳିଙ୍କ ୩ ଥର ଆରଟି-ପିସିଆର ଟେଷ୍ଟ କରାଯାଇଥିଲା, ଯାହାର ରିପୋର୍ଟ ନେଗେଟିଭ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri