Posted inରାଜ୍ୟ

ସୁସ୍ଥ ହେଲେ ୧୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨ା୨- ଓଡ଼ିଶାରେ ମଙ୍ଗଳବାର ୧୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୩୭୭ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୨୨, ବରଗଡ଼ରୁ ୧୮, କଟକରୁ ୧୫, ସମ୍ବଲପୁରରୁ ୧୦, ନୂଆପଡ଼ାରୁ ୮, ଅନୁଗୁଳ, ବାଲେଶ୍ୱର, ଭଦ୍ରକ ଓ ପୁରୀରୁ ୭, କଳାହାଣ୍ଡି ୬, ଝାରୁସୁଗୁଡ଼ା ୫, ଯାଜପୁର, ନବରଙ୍ଗପୁର ଓ ରାୟାଗଡ଼ାରୁ ୩, ଢେଙ୍କାନାଳ, ଜଗତ୍‌ସିଂହପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା ଓ ସୋନପୁରରୁ ୨, ବଲାଙ୍ଗୀର, ଗଞ୍ଜାମ, କେନ୍ଦ୍ରପଡ଼ା, କୋରାପୁଟ ଓ ଷ୍ଟେଟ ପୁଲରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri