ପାକିସ୍ତାନକୁ ବଡ଼ ଝଟ୍‌କା, ହରମୁଜରେ ପାକ୍‌ ଜାହାଜ ସହ ଇରାନ କଲା ଏମିତି କାଣ୍ଡ…ଟ୍ରମ୍ପ କାବା!

ତେହରାନ,୨୫।୩: ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ ଆଞ୍ଚଳିକ ମଧ୍ୟସ୍ଥତା ପାଇଁ ଏକ ଦାବିଦାର ଭାବରେ ନିଜକୁ ସ୍ଥାପିତ କରୁଥିବା ପାକିସ୍ତାନକୁ ଇରାନ ଏକ ବଡ଼ ଝଟକା ଦେଇଛି। ଏକ ଦୃଢ଼ ମତ ଗ୍ରହଣ କରି, ଇରାନର…

ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର:  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…  

କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। କୋରାପୁଟ ସହରର ଶାବର ଶ୍ରୀକ୍ଷେତ୍ର ମନ୍ଦିର…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ ଡାକରା ପାଳନ କରାଯାଇଥିବା ବେଳେ ଏଥିମଧ୍ୟରୁ…

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ, ଦିନରେ ବିଦ୍ୟୁତ ସୁଲଭ ରହିବ, କିନ୍ତୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ ଏବେ ବୁକ କରିବା ପୂର୍ୱରୁ ସେମାନଙ୍କର…

ଯୁଦ୍ଧ ମଧ୍ୟରେ ଉତ୍ତରାଧିକାରୀ ଘୋଷଣା କଲା ଇରାନ, ଜାଣନ୍ତୁ କିଏ ସେହି ମହମ୍ମଦ ବାଘେର

ନୂଆଦିଲ୍ଲୀ,୨୫।୩: ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦ ସଚିବ ଅଲି ଲାରିଜାନିଙ୍କ ମୃତ୍ୟୁ ପରେ, ଇରାନ ବ୍ରିଗେଡିୟର ଜେନେରାଲ ମହମ୍ମଦ ବାଘେର ଜୋଲକାଦରଙ୍କୁ ଏହାର ନୂତନ ସୁରକ୍ଷା ମୁଖ୍ୟ ଭାବରେ ନିଯୁକ୍ତ କରିଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଇରାନ୍‌ର ପାଓ୍ବାରପ୍ଲାଣ୍ଟ ଉପରେ ୫ ଦିନ ପାଇଁ ଅର୍ଥାତ୍‌ ୨୭…

ଇସ୍ରାଏଲର ବଡ଼ ଘୋଷଣା: ଏହି ସର୍ତ୍ତରେ ଇରାନ ସହିତ ବନ୍ଦ ହେବ ଯୁଦ୍ଧ, ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଯୁଦ୍ଧବିରତି ନେଇ ନିରନ୍ତର ପ୍ରଶ୍ନ ଉଠାଯାଉଛି। ଏହି ସମୟରେ, ଭାରତରେ ଇସ୍ରାଏଲର ରାଷ୍ଟ୍ରଦୂତ ରୁଭେନ ଆଜାର ଏକ ସାକ୍ଷାତକାରରେ ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି, ଏହି ପ୍ରସଙ୍ଗରେ ଇସ୍ରାଏଲର ମତ…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗତଥରର ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଫ୍ରାଞ୍ଚାଇଜ୍‌ ଏବେ ବିକ୍ରି ହୋଇଯାଇଛି।…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର ସୁନୀଲ ସ୍ବାଇଁଙ୍କୁ ଦିଗପହଣ୍ଡି ପୋଲିସ ମଙ୍ଗଳବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛଛି। ମାମଲା…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା ଆଞ୍ଚଳିକ ସ୍ଥିରତା ବଜାୟ ରଖିବା ଏବଂ ବିଶ୍ୱ ଶକ୍ତି ଯୋଗାଣର ସୁରକ୍ଷା ସୁନିଶ୍ଚିତ…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ ଅନୁମତି ପରେ ଦିଲ୍ଲୀ ଏମ୍ସ (AIIMS)ଠାରେ ‘ପାସିଭ ଇଉଥାନେସିଆ’ ବା ଇଚ୍ଛାମୃତ୍ୟୁ ପ୍ରକ୍ରିୟା…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର ଶକ୍ତି କେନ୍ଦ୍ରଗୁଡ଼ିକୁ ଧ୍ୱଂସ କରିବ। ଇରାନ ତା’ର ଆକ୍ରମଣ ବନ୍ଦ କରିନଥିଲା; ବରଂ,…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ LPG ଗ୍ରାହକ ଏହି ନିୟମଗୁଡ଼ିକ ବିଷୟରେ ସଚେତନ ହେବା ଉଚିତ୍‌। ଭାରତ ପେଟ୍ରୋଲିୟମ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଯୋଗୁ ଦେଶ ସାମ୍ନା କରୁଥିବା ଚ୍ୟାଲେଞ୍ଜ, ଉପସାଗରୀୟ ଦେଶଗୁଡ଼ିକରେ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨୨ ମାର୍ଚ୍ଚରେ ଚେତାବନୀ ଦେଇଥିଲେ। ହେଲେ ଚେତାବନୀ ଅବଧି ପୂରି ନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri