୪ର୍ଥ ଥର ପ୍ଲାଜ୍‌ମା ଦାନ କଲେଣି ଯବାନ

ଛତ୍ରପୁର,୪।୨: ଅଗସ୍ତିନୂଆଗାଁ ସ୍ଥିତ ଛତ୍ରପୁର ଅଷ୍ଟମ ବାଟାଲିୟନର ସିପାହୀ (୭୬୧) କେ. ଯୁଧିଷ୍ଠିର ରାଓ ଚତୁର୍ଥ ଥର ପାଇଁ ପ୍ଲାଜ୍‌ମା ଦାନ କରିଛନ୍ତି। ଗୁରୁବାର ଏମ୍‌କେସିଜି ମେଡିକାଲ କଲେଜରେ ସେ ପ୍ଲାଜ୍‌ମା ଦେଇଛନ୍ତି। ତାଙ୍କର ଏହି ମହତ କାର୍ଯ୍ୟ ପାଇଁ ବାଟାଲିୟନ କମାଣ୍ଡାଣ୍ଟ ସୂର୍ଯ୍ୟ ନାରାୟଣ ମଲ୍ଲିକ ସାଧୁବାଦ ଜଣାଇଛନ୍ତି। କରୋନାରୁ ସୁସ୍ଥ ହେବା ପରେ ଗତ ସେପ୍ଟେମ୍ବର ୪ରେ ସେ ପ୍ରଥମ ଥର ପ୍ଲାଜମା ଦେଇଥିଲେ। ପରେ ଅକ୍ଟୋବର ୧୪ରେ ଓ ନଭେମ୍ବର ୨୫ରେ ପ୍ଲାଜ୍‌ମା ଦାନ କରିଥିଲେ ା ସୂଚନାଯୋଗ୍ୟ, କମାଣ୍ଡାଣ୍ଟଙ୍କ ତତ୍ୱାବଧାନରେ ପ୍ଲାଜମା ଦାନ ମିଶନ ଚାଲିଛି। ଶତାଧିକ ବାଟାଲିୟନ କର୍ମଚାରୀମାନେ ପ୍ଲାଜ୍‌ମା ଦାନ କରିଛନ୍ତି। ଯୁଧିଷ୍ଠିର ୪ ଥର ପ୍ଲାଜମା ଦାନ କରିଥିବାରୁ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ଅରୁଣ କୁମାର ପ୍ରଧାନଙ୍କ ସମେତ ଅନ୍ୟ କର୍ମଚାରୀମାନେ ପ୍ରଶଂସା କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଭଡା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୫: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri