Odisha Elections 2024

ହ୍ରାସ ପାଉଛି ସୁନା ଦର

ନୂଆଦିଲ୍ଲୀ: ଗତ କିଛିଦିନ ହେବ ଶେୟାର ବଜାର ଯେଉଁ ହାରରେ ଆଗକୁ ବଢୁଛି ଠିକ୍‌ ସେହି ଅନୁପାତରେ ଭାରତୀୟ ବଜାରରେ ସୁନା ଦର ମଧ୍ୟ ହ୍ରାସ ପାଉଥିବା ସୂଚନା ମିଳିଛି। ଶନିବାର ପ୍ରତି ୧୦ ଗ୍ରାମ ସୁନା ପିଛା ଦର ୪୭,୨୭୦ ଟଙ୍କା ରହିଥିବା ଜଣାପଡିଛି। ଏହି ମୂଲ୍ୟବାନ୍‌ ଧାତୁ କାରବାର ହେଉଥିବା ବଜାର ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନା ଦାମ୍‌ ପ୍ରାୟ ୫୫୦ ଟଙ୍କା ହ୍ରାସ ପାଇଛି। ସେହିଭଳି ଏହି ସମୟରେ ରୁପା ଦର ମଧ୍ୟ କେଜି ପିଛା ୬୮,୬୭୧ ଟଙ୍କା ହୋଇଛି।
ଅନ୍ୟପକ୍ଷରେ ଭୁବନେଶ୍ବରରେ ବର୍ତ୍ତମାନ ସମୟରେ ୨୨ କ୍ୟାରେଟ୍‌ ୧୦ ଗ୍ରାମ ସୁନାର ଦାମ ୪୭,୪୭୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍‌ ସୁନା ଦାମ୍‌ ୪୯ ହଜାର ୯୧୦ ଟଙ୍କା ରହିଛି। ସେହିପରି ରୁପା କେଜି ପିଛା ଦାମ୍‌ ୭୦,୫୫୦ ଟଙ୍କା ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ହୋଣ୍ଡାର ସ୍ମାର୍ଟ ଓ୍ବାର୍କଶପ୍‌

ଭୁବନେଶ୍ୱର,୨୬।୫ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ନୂତନ ଅଭିଯାନ ‘ସ୍ମାର୍ଟ ଓ୍ବାର୍କଶପ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଗ୍ରାହକଙ୍କୁ ଗୁଣାତ୍ମକ ଓ ବିକ୍ରି ପରବର୍ତ୍ତୀ...

ଜୟ ଆଲୁକ୍କାସ୍‌ର ହ୍ୟୁଷ୍ଟନ୍‌ ଆଉଟ୍‌ଲେଟ୍‌ ପୁନଃ ଉଦ୍‌ଘାଟିତ

ଭୁବନେଶ୍ୱର,୨୬।୫ (ଅଭୟ ଦାଶ)ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଗହଣା ବ୍ରାଣ୍ଡ୍‌ ‘ଜୟ ଆଲୁକ୍କାସ’ର ଆମେରିକାସ୍ଥିତ ହ୍ୟୁଷ୍ଟନ୍‌ଠାରେ ଥିବା ଆଉଟ୍‌ଲେଟର ପୁନଃ ଉଦ୍‌ଘାଟନ ନିକଟରେ...

୩୮.୨୩୮ କୋଟିର ନୂଆ ପ୍ରିମିୟମ

ଭୁବନେଶ୍ୱର,୨୬।୫ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ଏସ୍‌ବିଆଇ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ୨୦୨୩-୨୪ ଆର୍ଥିକ ବର୍ଷରେ ୨୯% ବୃଦ୍ଧି ସହ ୩୮,୨୩୮କୋଟି ଟଙ୍କାର ନୂଆ ବ୍ୟବସାୟ ପ୍ରିମିୟମ...

ପିଆଜ ଦରବୃଦ୍ଧିରେ ଲଗାମ କଷିବେ ସରକାର

ଭୁବନେଶ୍ୱର,୨୬।୫(ଅନୁରାଧା ମହାରଣା)ବର୍ତ୍ତମାନ ଦେଶର ବିଭିନ୍ନ ରାଜ୍ୟର ପନିପରିବା ବଜାରରେ ପିଆଜ ଦର ବୃଦ୍ଧି ପାଉଛି। ବିଭନ୍ନ ରାଜ୍ୟରେ ପିଆଜ କିଲୋଗ୍ରାମ ପ୍ରତି ପ୍ରାୟ ୫୦ରୁ ୬୦...

ଟେକ୍ନୋ ଇଣ୍ଡିଆ ସହ ଗୁଗଲ କ୍ଲାଉଡ୍‌ର ସହଭାଗିତା

ଭୁବନେଶ୍ୱର,୨୫।୫ (ଅନୁରାଧା ମହାରଣା): ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ ଏବଂ ଗୁଗଲ କ୍ଲାଉଡ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପିତ ହୋଇଛି। ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ର...

ଫିକି ଫ୍ଲୋ ଭୁବନେଶ୍ବରର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୫।୫: ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମହିଳା ଶାଖା ସହ ଅନୁବନ୍ଧିତ ପ୍ରତିଷ୍ଠାନ ଫିକି ଫ୍ଲୋ ଭୁବନେଶ୍ୱର ପକ୍ଷରୁ...

ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଓଡ଼ିଶା ବଜାର

ଭୁବନେଶ୍ୱର,୨୫।୫: କ୍ରମାଗତ ଭାବେ ଘରୋଇ ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଥିବା ବେଳେ ଜାତୀୟସ୍ତରରେ ମଧ୍ୟ ଓଡ଼ିଶା ବଜାରର ଅଂଶ ପ୍ରାୟ ୬% ରହିଛି...

ଡିଆଇଏଲ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୨୫।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଡାବର ଇଣ୍ଡିଆ ଲିମିଟେଡ୍‌ (ଡିଆଇଏଲ୍‌)ର ନୂତନ ଉତ୍ପାଦ ‘ଡାବର ଗ୍ଲୁକୋପ୍ଲସ୍‌-ସି ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌’ର ଶୁଭାରମ୍ଭ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri