ଭାରତରେ ବିଦେଶୀ ମୁଦ୍ରା ଭଣ୍ଡାରର ବୃଦ୍ଧି

ମୁମ୍ବାଇ,୭।୨: କରୋନା ମହାମାରୀ ଭଳି ଏକ ମାନ୍ଦାବସ୍ଥା ସମୟରେ ଭାରତର ବିଦେଶୀ ମୁଦ୍ରାଭଣ୍ଡାର ବୃଦ୍ଧି ପାଇ ୫୯୦ ବିଲିୟନ ଆମେରିକାନ ଡଲାରରେ ପହଞ୍ଚିଛି। ଗତ ବର୍ଷ ତୁଳନାରେ ଏହା ପ୍ରାୟ ୧୧୯ ବିଲିୟନ ଡଲାର ଅଭିବୃଦ୍ଧି ପାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଭାରତର ମୋଟ ବୈଦେଶିକ ଋଣ ପରିମାଣ ୫୫୪ ବିଲିୟନ ଆମେରିକାନ ଡଲାର ରହିଛି। ଫଳରେ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ବର୍ତ୍ତମାନ ସମୟରେ ମୋଟ ବୈଦେଶିକ ଋଣ ପରିମାଣ ଠାରୁ ଅଧିକ ରହିଛି। ଶନିବାର ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ, ଭାରତ ବର୍ତ୍ତମାନ ନେଟ୍‌ କ୍ରେଡିଟରରେ ଭାବେ ଉଭା ହୋଇଛି। ଗୋଟିଏ ଦେଶ ନେଟ୍‌ କ୍ରେଡିଟର ହେବା ଅର୍ଥ ହେଉଛି, ସେ ଦେଶର ମୋଟ ବୈଦେଶିକ ଋଣ ଠାରୁ ବୈଦେଶିକ ମୁଦ୍ରା ଭଣ୍ଡାରର ପରିମାଣ ଉଚ୍ଚା ହେବା। ଏହା ଗୋଟିଏ ଦେଶର ଉତ୍ତମ ଆର୍ଥିକ ସ୍ଥିତି ଓ ବ୍ୟବସ୍ଥାକୁ ସୂଚାଇଥାଏ। ସେହିଭଳି ମୋଟ ବୈଦେଶିକ ଋଣ ଠାରୁ ବୈଦେଶିକ ମୁଦ୍ରା ଭଣ୍ଡାର ପରିମାଣ କମ ହେଲେ ଉକ୍ତ ଦେଶ ନେଟ୍‌ ଡେବିଟର ଭାବରେ ଗଣାଯାଇଥାଏ। ଏହା ସମ୍ଭବ ହୋଇଛି କେବଳ ଦେଶର ସ୍ବଚ୍ଛ ଶାସନ ଓ ଦୃଢ ନିୟମାବଳୀର ପ୍ରଚଳନ ଆଦି ପାଇଁ। ସେ ଆହୁରି କହିଛନ୍ତି ଯେ ଗତ ୪ମାସ ମଧ୍ୟରେ ଦେଶର ରେକର୍ଡ ସ୍ତର ଜିଏସଟି ଆଦାୟ ଏହା ଦର୍ଶାଉଛି ଯେ,ଦେଶର ଅର୍ଥନୀତି ଦ୍ରୁତ ଗତିରେ ସୁଧାର ହେଉଛି। କରୋନା ମହାମାରୀ ସମୟରେ ବି ଭାରତ ଏହି ରେକର୍ଡ ସ୍ତର ବୈଦେଶିକ ମୁଦ୍ରା ହାସଲ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri