Posted inଜାତୀୟ

ଫେବୃୟାରୀ ୧୩ରେ ‘ମହିଳା ଘେରା’ ଆନ୍ଦୋଳନ କରିବେ ଅଖିଳେଶ

ଲକ୍ଷ୍ନୌ, ୮।୨: ସମାଜବାଦୀ ମୁଖ୍ୟ ଅଖିଳେଶ ଯାଦବ ଫେବୃୟାରୀ ୧୩ରେ ଉତ୍ତରପ୍ରଦେଶରେ ‘ମହିଳା ଘେରା’ ଆନ୍ଦୋଳନ କରିବେ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବାବେଳେ ସେ ସୋମବାର ରାଜ୍ୟର ସମସ୍ତଙ୍କ ମହିଳାଙ୍କଠାରୁ ସହାୟତା ଲୋଡିଛନ୍ତି। ଏହା ଦ୍ୱାରା ମହଳା ସଶକ୍ତିକରଣ ସମ୍ଭବ ହୋଇପାରିବ ବୋଲି ସେ ଟୁଇଟ୍‌ କରି କହିଛନ୍ତି। ଫେବୃୟାରୀ ୧୩ରେ ସରୋଜିନୀ ନାଇଡୁଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ମହିଳା ଦିବସରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ସଭିଏଁ ଯୋଗଦେବା ଲାଗି ସେ ଅନୁରୋଧ ମଧ୍ୟ କରିଛନ୍ତି। ଏହା ସହିତ ଅଖିଳେଶ ମହିଳାଙ୍କର ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସମାଲୋଚନା କରି ଏହାର ସମାଧାନ ହେଉ ନ ଥିବା ଟୁଇଟରରେ ଦର୍ଶାଇଛନ୍ତି। ସୂଚନାଯୋଗ୍ୟ, ୨୦୧୪ଠାରୁ ସରୋଜିନୀ ନାଇଡୁଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ମହିଳା ଦିବସ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

ଖ୍ରୀଷ୍ଟମାସ, ନୂଆବର୍ଷ ସେଲିବ୍ରେଶନ ପାଳନରେ ସାବଧାନ! ଏଥର ସାଦା ପୋଷାକରେ…

ଭୁବନେଶ୍ୱର,୨୩ା୧୨: ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ...

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

‘ମୋଦିଙ୍କୁ ଗାଳି ଦେଇ ଦେଇ…’, ରାହୁଲ ଗାନ୍ଧୀଙ୍କୁ କାହିଁକି ପ୍ରେସିଡେଣ୍ଟ କହିଲେ ଗିରିରାଜ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୨୩।୧୨: ଭାଜପା କାର୍ଯ୍ୟକାରୀ ସଭାପତି ନୀତୀନ ନବୀନ ଆଜି (ଡିସେମ୍ବର ୨୩) ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚୁଛନ୍ତି। ରାଜଧାନୀ ପାଟନା ସହିତ ନବୀନଙ୍କର ଗଭୀର...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri