ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍‌

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମଙ୍ଗଳବାର ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଅପରାହ୍ନ ୫ଟା ୩୦ ମିନିଟ୍‌ରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଆସନ୍ତା ୧୮ରେ ବିଧାନସଭାର ବଜେଟ ଅଧିବେଶନ ଥିବାରୁ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସରକାର ଆଣିବାକୁ ସ୍ଥିର କରିଛନ୍ତି। ତେଣୁ ମନ୍ତ୍ରୀ ପରିଷଦରେ ସରକାର ବଜେଟ ଚିଠା ପ୍ରସ୍ତାବ ଆଗତ କରିପାରନ୍ତି। ଏହାପରେ ତାହା କ୍ୟାବିନେଟ୍‌ରେ ପାରିତ ହେବ ବୋଲି ଜଣାପଡିଛି। ତେବେ କ୍ୟାବିନେଟ୍‌ରେ ଆଉ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବା ନେଇ ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ପୂର୍ତ୍ତ ବିଭାଗର ସର୍ବାଧିକ ଦୁଇଟି ପ୍ରସ୍ତାବ ଥିବାବେଳେ କୃଷି, ଅର୍ଥ, ପଞ୍ଚାୟତିରାଜ ବିଭାଗର କେତେକ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି। ଅନ୍ୟପଟେ ଚଳିତ ଥର ମଧ୍ୟ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏଥିରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri