ରୋଜଗାରରେ ବଲିଉଡ୍‌ ହିରୋଇନ୍‌ଙ୍କୁ ପଛରେ ପକାଇବେ ଟଲିଉଡ୍‌ର ଏହି ଅଭିନେତ୍ରୀ: ଗୋଟିଏ ଫିଲ୍ମ ପାଇଁ ନିଅନ୍ତି…

ରୋଜଗାର ହେଉ ଅଥବା ଲୋକପ୍ରିୟତା, କୌଣସି ଗୁଣରେ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ବଲିଉଡ୍‌ ହିରୋଇନ୍‌ଙ୍କଠାରୁ କମ୍‌ ନୁହନ୍ତି। ସେଥିପାଇଁ ତ କେତେ ଜଣ ଟଲିଉଡ୍‌ ଅଭିନେତ୍ରୀଙ୍କ ପ୍ରଶଂସକ ସଂଖ୍ୟା ବଲିଉଡ୍‌ ନାୟିକାଙ୍କଠାରୁ ଅଧିକ। ଏପରିକି ସେମାନେ ମୋଟା ଅଙ୍କର ପାଉଣା ମଧ୍ୟ ନେଇଥାନ୍ତି।  ଜାଣନ୍ତୁ ସେଭଳି କିଛି ଅଭିନେତ୍ରୀଙ୍କୁ…

କାଜଲ ଅଗ୍ରଓ୍ବାଲ: ସାଉଥ୍‌ ସହ ବଲିଉଡ୍‌ ଫିଲ୍ମରେ ଅଭିନୟ କରିଥିବା କାଜଲ ଗୋଟିଏ ଫିଲ୍ମ ପାଇଁ ୧ କୋଟିରୁ ଅଧିକ ଚାର୍ଜ କରିଥାନ୍ତି। ସେ ସର୍ବାଧିକ ପାଉଣା ନେଉଥିବା ଟଲିଉଡ୍‌ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ।

ନୟନତାରା: ଏହି ଅଭିନେତ୍ରୀ ବଲିଉଡ୍‌ ନାୟିକାଙ୍କଠାରୁ ଅଧିକ ପାଉଣା ନେଇଥାନ୍ତି। ଦକ୍ଷିଣ ଭାରତୀୟ ସିନେମାର ଶ୍ରେଷ୍ଠ ଅଭିନେତ୍ରୀ ହୋଇଥିବାରୁ ସେ ଗୋଟିଏ ଫିଲ୍ମ ପାଇଁ ଅଢ଼େଇ କୋଟିରୁ ୩ କୋଟି ଟଙ୍କା ନେଇଥାନ୍ତି।

ତୃଷା କୃଷ୍ଣନ:ତାମିଲ ଏବଂ ତେଲୁଗୁ ଭାଷା ଫିଲ୍ମରେ କାମ କରିଥିବା ଏହି ଅଭିନେତ୍ରୀ ଗୋଟିଏ ଫିଲ୍ମ ଲାଗି ୮୦ ଲକ୍ଷରୁ ୧ କୋଟି ଟଙ୍କା ନେଇଥାନ୍ତି।

ଅନୁଷ୍କା ସେଟ୍ଟୀ: ବାହୁବଲୀ ଫେମ୍‌ ଏହି ଅଭିନେତ୍ରୀ ଗୋଟିଏ ଫିଲ୍ମ ପାଇଁ ୨ କୋଟିରୁ ଅଢ଼େଇ କୋଟି ଟଙ୍କା ନେଇଥାନ୍ତି।

ତମନ୍ନା ଭାଟିଆ: ତମନା ଗୋଟିଏ ଫିଲ୍ମ ପାଇଁ ଦେଢ଼ କୋଟିରୁ ଦୁଇ କୋଟି ଟଙ୍କା ନେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ...

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

୨ ସନ୍ତାନ ପରେ ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଏହି ଅଭିନେତା

ଅଭିନେତା ଅର୍ଜୁନ ରାମପାଲ ଶେଷରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଫିଲ୍ମ ‘ଧୁରନ୍ଧର’ର ସଫଳତା ପରେ ସେ ଏକ...

Dhurandhar: ଫିଲ୍ମ ନିର୍ମାଣ ପାଇଁ ଲାଗିଥିଲା କେତେ ବର୍ଷ? ଜାଣନ୍ତୁ କେତେ ଟଙ୍କା ହୋଇଥିଲା ଖର୍ଚ୍ଚ

ମୁମ୍ବାଇ: ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଧୁରନ୍ଧର’ ବର୍ତ୍ତମାନ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରୁଛି ଏବଂ ଦର୍ଶକଙ୍କ ମଧ୍ୟରେ ଖୁବ ଚର୍ଚ୍ଚା ସୃଷ୍ଟି କରୁଛି।...

‘ଜେଲର୍‌ ୨’ରେ ବିଦ୍ୟା ବାଲନ

ମୁମ୍ବାଇ: ସୁପରଷ୍ଟାର୍‌ ରଜନୀକାନ୍ତଙ୍କ ବକ୍‌ବଷ୍ଟର୍‌ ଫିଲ୍ମ ‘ଜେଲର୍‌’ର ସିକ୍ୱେଲ ‘ଜେଲର୍‌ ୨’କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଏହି ବହୁ ପ୍ରତୀକ୍ଷିତ ପ୍ରୋଜେକ୍ଟରେ ବଲିଉଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri